ମଦ ଦୋକାନ ସିଲ୍‌ କଲା ପୋଲିସ

କେନ୍ଦୁଝର,୨୯ା୫(ସ୍ବ.ପ୍ର./ଡି.ଏନ.ଏ.): କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ କରି ମଦ ବିକ୍ରି କରୁଥିବା ଅଭିଯୋଗରେ ନରଣପୁର ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନକୁ ଟାଉନ ପୋଲିସ ଶନିବାର ସିଲ୍‌ କରି ଦେଇଛି। ସୂଚନା ଯୋଗ୍ୟ, ସରକାର ମଦ ବିକ୍ରି ପାଇଁ କଟକଣା ଲାଗୁ କରିଥିବା ବେଳେ ଅନ୍‌ଲାଇନରେ ମଦ ବିକ୍ରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କିଭଳି ପରିସ୍ଥିତିରେ କାଉଣ୍ଟରରୁ ମଦ ବିକ୍ରି ହେଉଥିଲା ଏହାର ତଦନ୍ତ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଏନେଇ ଜରିମାନା ଆଦାୟ କରାଯିବ ବୋଲି ଅବକାରୀ ଅଧୀକ୍ଷକ ସୀତାକାନ୍ତ ମୁଦୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଆଇଏଏସ ଟପର୍‌

ଭୁବନେଶ୍ୱର,୩।୩: ପଦ୍ମ ଧରିଛନ୍ତି ଆଇଏଏସ ଟପର୍‌। ରବିବାର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ଆଇଏଏସ ଟପର୍‌ ତଥା ବିଶିଷ୍ଟ ସାହିତି୍ୟକ ଡ. ହୃଷୀକେଶ...

ନିର୍ବାଚନ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି: ରାଜଧାନୀରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗମାର୍ଚ୍ଚ

ଭୁବନେଶ୍ୱର,୩।୩ (ସୂର୍ଯ୍ୟକାନ୍ତ ବେହେରା): ଆଗକୁ ସାଧାରଣ ନିର୍ବାଚନ ହେବାକୁ ଯାଉଛି । ଏନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ନିର୍ବାଚନ ହାୱା ଚାରି ଆଡେ ଦେଖିବାକୁ...

ବିଜେଡି ଛାଡୁଛନ୍ତି ବଡ ବଡ ନେତା, ପୁଣି ଦଳ ଛାଡିଲେ ଆଉ ଜଣେ Ex MLA

କେନ୍ଦୁଝର,୩।୩: ବିଜେଡିକୁ ପୁଣି ଝଟ୍‌କା। ଦଳ ଛାଡିଲେ ଆଉ ଜଣେ ପୂର୍ବତନ ବିଧାୟକ। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଶଙ୍ଖ ଛାଡିଛନ୍ତି। ଶଙ୍ଖ ଛାଡି ପ୍ରେମାନନ୍ଦ...

ସ୍ବାମୀ ମୃତ୍ୟୁର ୧୦ ବର୍ଷ ପରେ ବି ମହିଳାଙ୍କୁ ମିଳୁନି ବିଧବା ଭତ୍ତା

କେନ୍ଦୁଝର,୩।୩ ( ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ଲୋକଙ୍କ କଲ୍ୟାଣ ନିମନ୍ତେ ବିଭିନ୍ନ ଯୋଜନା ପ୍ରସ୍ତୁତ କରି କାର୍ଯ୍ୟକାରୀ କରୁଥିଲେ...

କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ

ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ...

ବରଯାତ୍ରୀଙ୍କୁ ଧରି ଫେରୁଥିବାବେଳେ ବ୍ରେକ୍‌ ଫେଲ ହେଲା ବସ୍‌

ଗଜପତି,୩।୩: ବରଯାତ୍ରୀଙ୍କୁ ଧରି ଫେରୁଥିଲେ ବେଳେ ବ୍ରେକ ଫେଲ ହେଲା ବସ। ଭାରସାମ୍ୟ ହରାଇ ବସ ରାସ୍ତା ପାର୍ଶ୍ୱରେ ଥିବା ବିରାଟକାୟ ପଥରରେ ପିଟି ହୋଇଯାଇଛି।...

ନିର୍ମାଣ ଶ୍ରମିକଙ୍କ ପେନ୍‌ସନ୍‌ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ୍‌ ବୃଦ୍ଧି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ...

ହକ୍‌ ପାଇଁ ଆଦିବାସୀଙ୍କ ମେଳି

ମୋରଡ଼ା,୩ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର ମାକୁନ୍ଦ ଗ୍ରାମର ଜାହିରା ପୀଠ ନିକଟରେ ଶତାଧିକ ଆଦିବାସୀ ସମ୍ପ୍ରଦାୟର ଲୋକେ ମେଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri