ବିଦ୍ୟାଭାରତୀ ରହୁଥିବା ହଷ୍ଟେଲ ରୁମ୍‌କୁ ସିଲ୍‌ କଲା ପୋଲିସ

ବଲାଙ୍ଗୀର ଅଫିସ,୨୫।୭: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ବଲାଙ୍ଗୀର ଲର୍କିପାଲି ଏଲ୍‌ଆଇ ଟ୍ରେନିଂ ସେଣ୍ଟରରେ ପୋଲିସ ତଦନ୍ତ ଅରମ୍ଭ କରିଛି। ଟ୍ରେନିଂ ସେଣ୍ଟରର ନିର୍ଦ୍ଦେଶକଙ୍କ ସମେତ ୪ ଜଣଙ୍କୁ ପୋଲିସ ପଚରାଉଚରା କରିଛି। ବିଦ୍ୟାଭାରତୀଙ୍କ ବ୍ୟାଚଲର ପାର୍ଟି ଆୟୋଜନ ନେଇ ପଚରାଉଚରା କରାଯାଉଥିବା ସୂଚନା ମିଳିଛି। ଅନ୍ୟପଟେ ବ୍ୟାଚଲର ପାର୍ଟି ନୁହେଁ, ବିବାହ ଭୋଜି ଥିବା କେନ୍ଦ୍ର ନିର୍ଦ୍ଦେଶକ କହିଛନ୍ତି ।
ତେବେ ବିଦ୍ୟାଭାରତୀ ରହୁଥିବା ହଷ୍ଟେଲ ରୁମ ନମ୍ବର-୧କୁ ସିଲ କରିଛି ପୁଲିସ। ହଷ୍ଟେଲର ରୁମ ନମ୍ବର-୧ରେ ତାଲା ପଡ଼ିଥିବା ପୋଲିସ୍‌ ଟିମ୍‌ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri