ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ  ଚଳନ୍ତା କାରରୁ ଗଞ୍ଜେଇ ଜବତକଲା  ପୋଲିସ  : ଛତିଶଗଡ଼ର ଦୁଇ  ଗିରଫ

ବଲାଙ୍ଗୀର,୫।୯( ସୁନିଲ ମହାନ୍ତି ): କଣ୍ଟାମାଳ ବୌଦ୍ଧରୁ ତୁଷୁରା ନାଇକେନ ଶିରା ଛକଦେଇ ବଲାଙ୍ଗୀକୁୁ କାରରେ ଗଞ୍ଜେଇ ଆସୁଥିଲା । ଏକ ସୁଇପ କାର୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସକୁ ଆଗରୁ ସୂଚନା  ମଧ୍ୟ ମିଳିଥିଲା।  ପୁର୍ବ ପ୍ରସ୍ତୁତି ଅନୁଯାୟୀ ଫିଲ୍ମ ଷ୍ଟାଇଲରେ କାରକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜେଇ ଗାଡ଼ିକୁ ଧରି ପୋଲିସ  ସିଜ  କରିଥିଲା ।
ଏପରି ଘଟଣା ଘଟିଛି ବଲାଙ୍ଗୀର ଜିଲା ଦେଓଗାଁ ଥାନା ତୁଷୁରା ନାଇକେନସିରା ରାସ୍ତାରେ ଛକଠାରେ । ଗଞ୍ଜେଇ ଚାଲାଣ ଖବର ପାଇ ପୋଲିସ ପୂର୍ବରୁ ନାଇକେନଶିରା ଛକରେ ପ୍ରସ୍ତୁତ ହୋଇ ଜଗି ବସିଥିଲ। ଗଞ୍ଜେଇ ଭର୍ତି କାର ଆସିବା ପରେ, ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ କାରକୁ ସିଜ୍‌ କରିଛି। ପୋଲିସ ଡ୍ରାଇଭର ସହିତ ଛତିଶଗଡର ଦୁଇଜଣ ପ୍ରବୀଣ କୁମାର ମହାପାତ୍ର (୨୭) ଓ ପରମେଶ୍ବର ଦାସ (୪୦)ଙ୍କୁ  ଗିରଫ କରିଛି। ମାଜିଷ୍ଟେଟଙ୍କ ଉପସ୍ଥିତିରେ ଗଞ୍ଜେଇର ଓଜନ କରାଯାଇଛି । ୩୦ କେଜି ୮୩୦ଗ୍ରାମ ଗଞେଇ ଜବତ ହୋଇଥିବା ପୋଲିସ ପଖ୍ୟରୁ ସୂଚନା ଦିଆଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହୋତ୍ସବ, ଚଳଚଞ୍ଚଳ ଅଞ୍ଚଳ କଲୋନୀ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ନିଳାଦ୍ରୀ ବିହାର ପ୍ରଥମ ଲେନରେ ପ୍ରତିବର୍ଷ ଭଳି ଚଳିତବର୍ଷ ଧର୍ମୀୟ ଭାବନା, ଭକ୍ତି ଓ ଆଧ୍ୟାତ୍ମିକ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

କୋଟିଆରେ ଓଡ଼ିଶା ପ୍ରଶାସନର ତତ୍ପରତା, ସୀମାନ୍ତର ୩ ସ୍ଥାନରେ ପୋଲିସ ପୋଷ୍ଟ ସ୍ଥାପନ

ପଟ୍ଟାଙ୍ଗି,୨୫।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ତପ୍ତତରତା ଦେଖାଇଛି ଜିଲା ପ୍ରଶାସନ । ପଡୋଶୀ ଆନ୍ଧ୍ର ରାଜ୍ୟର ସମିତି…

ପୌରାଣିକ ନାଟକ ରାମାୟଣ ମଞ୍ଚସ୍ଥ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି.ତୁରୁବୁଡି ଗ୍ରାମରେ ନବରାତ୍ରୀ ଦୂର୍ଗା ପୂଜା ଅବସରରେ ପୌରାଣିକ ରାମାୟଣ ନାଟକ ମଞ୍ଚସ୍ଥ ହୋଇଯାଇଛି। ଗ୍ରାମର ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?