କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ କରୁଥିବା ସମୟରେ କାରରୁ ୩୦ ଲକ୍ଷ ଟଙ୍କା ଜବତ କରିଛି। ପୋଲିସ କାରରେ ବସିଥିବା ଜଣେ ବ୍ୟକ୍ତି ଓ ଡ୍ରାଇଭରକୁ ପଚରାଉଚରା କରୁଛି। ଟଙ୍କା ସମ୍ପର୍କରେ ସଠିକ ଉତ୍ତର ଦେଇପାରୁ ନ ଥିବାରୁ ଟଙ୍କା କେଉଁଠାରୁ ଆସିଲା ଯାଞ୍ଚ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ କ୍ୟାବିନେଟରେ ବଡ଼ ନିଷ୍ପତ୍ତି, ମେଟ୍ରୋ….

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ବୁଧବାର କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବିଧାୟିକାଙ୍କ ହସ୍ତକ୍ଷେପ ପରେ ମିଳିଲା ମୁଖ୍ୟମନ୍ତ୍ରୀ ରିଲିଫ ସହାୟତା

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ବିଭିନ୍ନ କାରଣରୁ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କୁ ସରକାରୀ ସହାୟତା ମିଳିବାରେ ବହୁ ବିଳମ୍ବ ହୋଇଥାଏ। କିନ୍ତୁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri