ଗଞ୍ଜେଇ ଚାଲାଣ ବେଳେ ପୋଲିସକୁ ଗୁଳି, ୮ ଗିରଫ

ଜୟପୁର,୨୬।୩(ପବନ ପାଣିଗ୍ରାହୀ): ଗଞ୍ଜେଇ ଚାଲାଣ ବେଳେ ଜୟପୁର ସଦର ପୋଲିସ କଞ୍ଜେଇ ମାଳିଗୁଡା ରାସ୍ତାରେ ମଙ୍ଗଳବାର ଚଢ଼ାଉକରି ୮ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି। ଗିରଫମାନେ ହେଲେ ଉମୁରି ଗ୍ରାମର କାର୍ତ୍ତିକ ବାଘ, ରଞ୍ଜିତ ବାଘ, ଗୌତମ ବାଘ, ସୋନୁ ମଙ୍ଗରିଆ, ବଡକାଉଡି ଗ୍ରାମର ରବୀନ୍ଦ୍ର ବାରିକ, ଆର୍‌ଏମ୍‌ସି କଲୋନି ନବରଙ୍ଗପୁରର ରବୀନ୍ଦ୍ର ସାମଲ, ଗରୁଡଗୁଡା ଗ୍ରାମର କର୍ଣ୍ଣ ହରିଜନ ଓ ବିହାରର ରାହୁଲ କୁମାର। ଅଭିଯୁକ୍ତଙ୍କଠାରୁ ୩୪୦ କେଜି ୪ ଶହ ଗ୍ରାମ ଗଞ୍ଜେଇ, ବହୁ ବିଳାସପୂର୍ଣ୍ଣ ଗାଡ଼ି, ୧୦ଟି ମୋବାଇଲ, ୭୯୫ଟଙ୍କା, ୨ଟି ଦେଶୀ ପିସ୍ତଲ ଓ ୫ ଜୀବନ୍ତ ଗୁଳି ଜବତ ହୋଇଥିବା ନେଇ ମଙ୍ଗଳବାର ଜୟପୁର ଏସ୍‌ଡିପିଓ ପାର୍ଥ କଶ୍ୟପ, କୋରାପୁଟ ଏସ୍‌ପି ରୋହିତ ବର୍ମା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ଆପରାଧିକ ମାମଲା ରହିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri