ଭିଜିଲାନ୍ସ ଜାଲରେ ପୋଲିସ ଏସ୍‌ଆଇ, ସ୍କ୍ରାପ୍‌ ବ୍ୟବସାୟୀଙ୍କଠାରୁ ନେଉଥିଲେ…

ବରଗଡ଼,୨୫ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଥାନାରେ କାର୍ଯ୍ୟରତ ପୋଲିସ ଏସ୍‌ଆଇ ଜଗା ବରିହା ସୋମବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ସ୍କ୍ରାପ ବ୍ୟବସାୟୀଙ୍କଠାରୁ ୭ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ମାଡି ବସିଥିଲା। ତାଙ୍କ ପାଖରୁ ଲାଞ୍ଚ କାରବାରରେ ବ୍ୟବହୃତ ୭ହଜାର ଟଙ୍କା ଜବତ ହୋଇଛି। ଭିଜିଲାନ୍ସ ବରିହାଙ୍କ ବିଭିନ୍ନ ବାସଭବନରେ ଚଢାଉ ଜାରି ରଖିଛି। ବର୍ତ୍ତମାନ ଚଢ଼ାଉ ଜାରି ରହିଥିବାରୁ ମୋଟ୍‌ ସମ୍ପତ୍ତି ଆକଳନ ହୋଇପାରିନାହିଁ। ଚଢ଼ାଉ ପରେ ସବିଶେଷ ତଥ୍ୟ ଜଣାପଡ଼ିବ ବୋଲି ଜନୈକ ଭିଜିଲାନ୍ସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖରା ଛୁଟିକୁ ନେଇ ମନ୍ତ୍ରୀଙ୍କ ବଡ଼ ସୂଚନା, ଏଥର ଆଗୁଆ…

ଭୁବେଶ୍ୱେର,୨୩।୪: ଖରା ଛୁଟି ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ୨୭ ତାରିଖ ସୁଦ୍ଧା ସ୍କୁଲ ଛୁଟି ଘୋଷଣା ହୋଇପାରେ…

ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ

କୋଲକାତା/ଚେନ୍ନାଇ,୨୩ା୪: ପଶ୍ଚିମବଙ୍ଗ ବିଧାନସଭାର ୧୫୨ ଆସନ ଲାଗି ଗୁରୁବାର ପ୍ରଥମ ପର୍ଯ୍ୟାୟ ଭୋଟ ଶେଷ ହୋଇଛି। ନିର୍ବାଚନ ବେଳେ ବିଭିନ୍ନ ସ୍ଥାନରେ ହିଂସା, ବୋମାମାଡ଼, ସଂଘର୍ଷ ଖବର…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ

ମୁମ୍ବାଇ,୨୩ା୪: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ପରସ୍ପରକୁ ଭେଟିଛନ୍ତି। ସଞ୍ଜୁ ସାମସନଙ୍କ…

‘ଟଙ୍କା ପଡ଼ିଯାଇଛି’ କହି ପୋଷ୍ଟମାଷ୍ଟରଙ୍କୁ ଫସାଇଲେ, ଆଖି ପିଛୁଳାକେ ୮୦ ହଜାର ଟଙ୍କା ଝାମ୍ପି ନେଲେ ୪ ଲୁଟେରା

ଦିଗପହଣ୍ଡି,୨୩|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ – ଆସିକା ମୁଖ୍ୟରାସ୍ତା କଡ଼ରେ ଥିବା ଏକ ହୋଟେଲ ସମ୍ମୁଖରୁ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

କର୍ମଚାରୀଙ୍କ ରୋଷର ଶିକାର ହେଲେ ଅଧୀକ୍ଷଣ ଯନ୍ତ୍ରୀ: ସୁନ୍ଦରଗଡ଼ କ୍ଷୁଦ୍ର ଜଳସେଚନ ବିଭାଗରେ ହୋହଲ୍ଲା, ବଦଳି ଦାବିରେ ଅଟଳ କର୍ମଚାରୀ

ସୁନ୍ଦରଗଡ,୨୩।୪(ଜୟ ନାରାୟଣ ମେଣ୍ଡୁଳି): କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରିବା ଅଧିକାରୀଙ୍କୁ ପଡିଛି ମହଙ୍ଗା । ଆଜି ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ସୁନ୍ଦରଗଡ ସହର ମଧ୍ୟ ଭାଗରେ…

ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର

ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ…

ଅନ୍ତିମ ଦିନିକିଆରେ ନ୍ୟୁଜିଲାଣ୍ଡକୁ ହରାଇ ସିରିଜ୍‌ ଜିତିଲା ବାଂଲାଦେଶ

ଲକ୍ଷ୍ନୌ,୨୩ା୪: ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ଓ ପରେ ମୁସ୍ତାଫିଜୁର ରହମାନଙ୍କ ୫ ଉଇକେଟ ସଫଳତା ବଳରେ ବାଂଲାଦେଶ ଗୁରୁବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଦିନିକିଆ…

‘ଇରାନ ଖାଲି କରନ୍ତୁ ଭାରତୀୟ’: ଟ୍ରମ୍ପଙ୍କ ଧମକ ମଧ୍ୟରେ ବିଗୁଡୁଛି ମଧ୍ୟପ୍ରାଚ୍ୟ ପରିସ୍ଥିତି , ଆଡଭାଇଜରୀ ଜାରି କଲା ଭାରତୀୟ ଦୂତାବାସ

ନୂଆଦିଲ୍ଲୀ,୨୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ତେହରାନରେ ଥିବା ଭାରତୀୟ ଦୂତାବାସ ଗୁରୁବାର (୨୩ ଏପ୍ରିଲ, ୨୦୨୬) ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri