ପୋଲିସ SI ପରୀକ୍ଷା ଜାଲିଆତି: ବାଲେଶ୍ୱରରୁ ଆଉ ଜଣେ ଅଭିଯୁକ୍ତ ଗିରଫ

ବାଲେଶ୍ୱର,୬ା୧୦(ବାଞ୍ଛାନିଧି ଦେ): ବହୁଚର୍ଚ୍ଚିତ ପୋଲିସ ଏସ୍‌ଆଇ ପରୀକ୍ଷା ନିଯୁକ୍ତି ଜାଲିଆତି ଘଟଣାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତନାଘନା ଜାରି ରହିଛି। ତଦନ୍ତ ଯେତେ ଆଗକୁ ଯାଉଛି, ରହସ୍ୟ ସେତେ ପଦାକୁ ଆସୁଛି। ରାକେଟ୍‌ର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଫେରାର ଥିବାବେଳେ ତାଙ୍କର ସବୁ ଲିଙ୍କ୍‌ ଓ କେଳେଙ୍କାରୀର ପର୍ଦ୍ଦାଫାଶ କରିବାକୁ କ୍ରାଇମବ୍ରାଞ୍ଚ ଛାନ୍‌ଭିନ୍‌ ଚଳାଇଛି। ଏସଆଇ ପରୀକ୍ଷା ଜାଲିଆତିରେ ବାଲେଶ୍ୱରରୁ ଆଉ ଜଣଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ l ଗିରଫ ଅଭିଯୁକ୍ତ ହେଲେ ସଦର ବ୍ଲକ ଚାନ୍ଦିପୁର ଥାନା ତପସ୍ବୀ ଗ୍ରାମର ଯୁବକ ଚନ୍ଦନ ମଲ୍ଲିକ। ସେ ଜଣେ ଯୁବନେତା ଓ ସମାଜସେବୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି କ୍ରାଇମବ୍ରାଞ୍ଚର ଏକ ଟିମ୍‌ ତାଙ୍କୁ ଗିରଫ କରି ପଚରାଉଚରା ଜାରି ରଖିଛି। ଏହି ଘଟଣାରେ କ୍ରାଇମବ୍ରାଞ୍ଚ ରବିବାର ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ନାବରା ଗ୍ରାମର ଅରବିନ୍ଦ ଦାସଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅରବିନ୍ଦ ମାଷ୍ଟରମାଇଣ୍ଡ ଶଙ୍କରଙ୍କର ସହଯୋଗୀ ତଥା ପଞ୍ଚମ ମଧ୍ୟସ୍ଥ ବୋଲି କୁହାଯାଉଛି l


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri