ଅକ୍ଟୋବର ୫, ୬ରେ ହେବାକୁ ଥିବା ପୋଲିସ SI ପରୀକ୍ଷା ସ୍ଥଗିତ ଘୋଷଣା, ଏହି ଦିନ ହେବା ନେଇ…

ଭୁବନେଶ୍ୱର,୩୦।୯: ପୋଲିସ SI ପରୀକ୍ଷା ସ୍ଥଗିତ ଘୋଷଣା। ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଲିଖିତ ପରୀକ୍ଷା ସ୍ଥଗିତ ରଖାଯାଇଥିବା ନେଇ ସୂଚନା ମିଳିଛି। ଅପ୍ରତ୍ୟାଶିତ ଘଟଣାକ୍ରମକୁ ନେଇ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ହୋଇଛି। ଏନେଇ ମଙ୍ଗଳବାର OPRB ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି। ତେବେ ସାନି ପରୀକ୍ଷା ତାରିଖ ଶୀଘ୍ର ଘୋଷଣା ନେଇ କୁହାଯାଇଛି।

ଅକ୍ଟୋବର ୫ ଓ ୬ ତାରିଖରେ ସବୁ ଜିଲାରେ ପୋଲିସ SI ପରୀକ୍ଷା ହେବାକୁ ଥିଲା। ସ୍ବଚ୍ଛତାର ସହ ପରୀକ୍ଷାକୁ ନେଇ ହେଲ୍ପ ଲାଇନ ନମ୍ବର ଜାରି କରିଥିଲା ଓଡ଼ିଶା ପୋଲିସ ରିକ୍ରୁଟମେଣ୍ଟ ବୋର୍ଡ। OPRB ପକ୍ଷରୁ କୁହାଯାଇଥିଲା କି, ଲାଞ୍ଚ ଦେବା ଓ ନେବାରେ ସଂପୃକ୍ତ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଆନ୍ଧ୍ର ଶ୍ରୀକାକୁଲମରେ ଶତାଧିକ SI ପରୀକ୍ଷା ଆଶାୟୀଙ୍କୁ ଧରିଥିଲା ପୋଲିସ। SI ପରୀକ୍ଷା ପୂର୍ବରୁ ଜାଲିଆତି ପାଇଁ ହାଇଦ୍ରାବାଦ ଯାଉଥିବା ବେଳେ ଧରାପଡ଼ିଥିଲେ।

Image


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ ବିଦ୍ୟାଳୟର ଅଭିନବ ପ୍ରୟାସ: ଜନ୍ମଦିନରେ ଛାତ୍ର କଲେ ଏମିତି କାମ

ଭଞ୍ଜନଗର,୨୨/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ଛାତ୍ରୀଛାତ୍ରମାନଙ୍କୁ ଉତ୍ସାହିତ କରିବା ପାଇଁ ଅନେକ ସମୟରେ କିଛି ନୂଆ ନୂଆ ପଦକ୍ଷେପ ନେଉଛନ୍ତି।…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ…

ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା

ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା।…

କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି

କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ…

ରାସ୍ତାକଡରେ ଗଛକୁ ଧକ୍କା ଦେଲା ବାଇକ, ରାତିସାରା ଘଟଣାସ୍ଥଳରେ ପଡ଼ିରହିଥିଲେ, ସକାଳୁ…

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନନ୍ତେଇ ଗ୍ରାମ ପୋଖରୀ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ଗଛକୁ ଏକ ବାଇକ ଧକ୍କା ଦେବାରୁ ଘଟଣାସ୍ଥଳରେ…

ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକାଠି ହେବେ ୩୦ ଦେଶ, ଲଣ୍ଡନରେ ବସିବ ବୈଠକ, ଜାଣନ୍ତୁ ଭାରତ ସାମିଲ ହେବ କି ନାହିଁ…

ଲଣ୍ଡନ,୨୨ା୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସମୁଦ୍ର ପଥ ହର୍ମୁଜ ପ୍ରଣାଳୀକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରବଳ ଉତ୍ତେଜନା ଲାଗି ରହିଛି। ଆମେରିକାର ନୌସେନା ଅବରୋଧ…

ପୁଣି ବିହାରରେ ହେବକି ଖେଳ? ତେଜ ପ୍ରତାପ ଯାଦବ-ପ୍ରଶାନ୍ତ କିଶୋରଙ୍କ ଗୁପ୍ତ ବୈଠକ ପରେ…

ପାଟନା,୨୨ା୪: ଜନଶକ୍ତି ଜନତା ଦଳ ସୁପ୍ରିମୋ ତେଜ ପ୍ରତାପ ଯାଦବ ଏବଂ ଜନ ସୂରଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ମଧ୍ୟରେ ଏକ ଗୁପ୍ତ ବୈଠକର ଏକ ଭିଡିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri