Posted inଜାତୀୟ

ବେଦୀରେ ଅପେକ୍ଷା କରିଥିଲେ କନ୍ୟା, ବରଗାଡ଼ିକୁ ଅଧା ରାସ୍ତାରେ ଅଟକାଇଲା ପୋଲିସ; କାରଣ ଜାଣିଲେ…

ଲକ୍ଷ୍ନୌ,୩୧ା୭: ଉତ୍ତରପ୍ରଦେଶର ପିଲଭିତ ଜିଲାର ଜଣେ ବର କନ୍ୟା ଆଣିବା ପାଇଁ ଉତ୍ତରାଖଣ୍ଡ ଯାଉଥିବା ବେଳେ ପୋଲିସ ସୀମାରେ ଅଟକାଇଥିଲା। ଯାଞ୍ଚ କରିବା ପରେ ବରଯାତ୍ରୀ ସହ ବରଙ୍କୁ ଫେରିଯିବାକୁ କହିଥିଲା ପୋଲିସ। ଏହି ଖବର କନ୍ୟାଘର ଲୋକଙ୍କ ନିକଟରେ ପହଞ୍ଚତ୍ବା ପରେ ସେମାନେ ସୀମା ନିକଟରେ ପହଞ୍ଚିଥିଲେ। ସେତେବେଳେ ପୋଲିସ ତାଙ୍କୁ ପୂରା ମାମଲା ବୁଝାଇଥିଲା।

ପୋଲିସ କହିଥିଲା, ବରଙ୍କୁ କରୋନା ପଜିଟିଭ୍‌। ତେଣୁ ସେ ୧୪ ଦିନ ପରେ ବରଯାତ୍ରୀ ଆଣି ବିବାହ କରିବାକୁ ଆସିବେ। ଏହି ବରଯାତ୍ରୀରେ ୪୦ରୁ ୫୦ ଜଣ ଲୋକ ଥିଲେ। ଏହି ବରଯାତ୍ରୀ ଦଳ ପିଲଭିତ ସହରରୁ ଉତ୍ତରାଖଣ୍ଡର ଖଟିମା ଯାଉଥିଲେ। ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡ ସୀମାରେ ପୋଲିସ ଉପସ୍ଥିତିରେ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଯାଞ୍ଚ ଆରମ୍ଭ କରିଥିଲା। ଏଥିରେ ବରଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ତେଣୁ ପୋଲିସ ବରଙ୍କୁ ସୀମାରୁ ଫେରିଯିବାକୁ ନିର୍ଦ୍ଦେଶ ଦେଇଥିଲା। ୧୪ ଦିନ ପରେ ରିପୋର୍ଟ ନେଗେଟିଭ୍‌ ଆସିଲେ ପୁନଃ ବିବାହ କରିବାକୁ ଆସିବେ ବୋଲି ପୋଲିସ ପରାମର୍ଶ ଦେଇଥିଲା। ଏହା ଜାଣିବା ପରେ କନ୍ୟାପକ୍ଷ ଲୋକେ ଶାନ୍ତ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri