ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍‌: ଗାଡି ରୋକିଲା ପୋଲିସ

ବଲିଉଡ ଅଭିନେତା ଟାଇଗର ଶ୍ରଫ୍‌ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍‌ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇଥିଲା। ଦିଶା ଏବଂ ଟାଇଗର ଜିମରୁ ଫେରିବା ପରେ ମୁମ୍ବାଇର ବାନ୍ଦ୍ରାରେ ଗାଡିରେ ବୁଲୁଥିଲେ। ଟାଇଗର କାର ପଛରେ ବସିଥିବା ବେଳେ ଦିଶା ପଟାନି ଆଗରେ ବସିଥିଲେ। ପୋଲିସ ସେମାନଙ୍କ ଆଧାର କାର୍ଡ ଯାଞ୍ଚ କରି ଛାଡିଥିଲା।
ସଲମାନ ଖାନଙ୍କ ସହ ଦିଶା ପାଟନି ଫିଲ୍ମ ‘ରାଧେ’ରେ ନଜର ଆସିଥିଲେ। ଦିଶା ଏପର୍ଯ୍ୟନ୍ତ ୬ଟି ହିନ୍ଦୀ ଚଳଚ୍ଚିତ୍ର କରିଛନ୍ତି, ଏମଏସ ଧୋନୀ: ଦ ଅନଟୋଲ୍ଡ ଷ୍ଟୋରୀ (୨୦୧୬), ବାଗି ୨ (୨୦୧୮), ଭାରତ (୨୦୧୯), ମଲାଙ୍ଗ (୨୦୨୦), ବାଗୀ ୩ (୨୦୨୦) ଏବଂ ରାଧେ ୨୦୨୧)। ଏହିସବୁ ଚଳଚ୍ଚିତ୍ର ଜରିଆରେ ସେ ବଲିଉଡରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଟାଇଗର ଶ୍ରଫ ଆଜିକାଲି ତାଙ୍କର ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ହିରୋପନ୍ଥୀ-୨’ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

ଘାସ କାଟିବାକୁ ଯାଇଥିଲେ ମହିଳା, ନିଶାଦେଇ ଗଣବଳାତ୍କାର କଲେ ୫ ଯୁବକ: ଆଉ ତା’ପରେ…

ମୁଜାଫରନଗର(ଉତ୍ତର ପ୍ରଦେଶ), ୧୫ା୬ (ପି.ଟି.):ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ ଜଣେ ୨୪ ବର୍ଷୀୟା ମହିଳାଙ୍କୁ ନିଶାଦ୍ରବ୍ୟ ପିଆଇ ୫ ଜଣ ଯୁବକ ଗଣବଳାତ୍କାର କରିଥିବା ରବିବାର ପୋଲିସ…

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri