ଅଧାରାତିରେ ମହିଳାଙ୍କ କବାଟ ବାଡ଼େଇ ଘରେ ପଶିଥିଲେ ରଙ୍ଗିଲା ପୋଲିସ ବାବୁ: ରାସଲୀଳା ଉଦ୍ୟମ କରି ଫସିଲେ

ଅନୁଗୋଳ ଅଫିସ,୨୭।୮: ରାତି ଅଧରେ ଜଣେ ମହିଳାଙ୍କ ଘର କବାଟ ବାଡ଼େଇ ପଶିଥିଲେ ପୋଲିସ ବାବୁ। ମହିଳା ଜଣଙ୍କ କିଛି ପଚାରିବା ପୂର୍ବରୁ ରଙ୍ଗିଲା ପୋଲିସ ବାବୁ ଜଣଙ୍କ ଆରମ୍ଭ କରିଦେଇଥିଲେ ଦୁର୍ବ୍ୟବହାର। ମହିଳା ଜଣଙ୍କ ଏଭଳି କରିବାକୁ ମନା କରିବା ସତ୍ତ୍ୱେ ମଧ୍ୟ ପୋଲିସ ବାବୁ ତାହା ଶୁଣି ନ ଥିଲେ। ଏପରିକି ଅସଦାଚରଣର ସବୁ ସୀମା ଅତିକ୍ରମ କରିଯାଇଥିଲେ। ମହିଳା ଜଣଙ୍କ ଏହାର ଏକ ଭିଡିଓ ଫୁଟେଜ୍‌ କରିଥିଲେ। ଶେଷରେ ତାଳଚେର ଥାନାକୁ ଫୋନ କରିବାରୁ ରଙ୍ଗିଲା ପୋଲିସ ବାବୁ ସେଠାରୁ ଚାଲିଯାଇଥିଲେ। ମାତ୍ର ଏହି ଭିଡିଓ ବର୍ତ୍ତମାନ ଭାଇରାଲ ହେବା ପରେ ଚର୍ଚ୍ଚା ଜୋର ଧରିଛି। ତେବେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି ଅନୁଗୋଳ ଜିଲାରେ।
ସୂଚନାଯୋଗ୍ୟ, ତାଳଚେର ଥାନା ଅଧୀନ ସ୍ବତନ୍ତ୍ର ପୋଲିସ ଅଧିକାରୀ ଭାବେ ନିଯୁକ୍ତି ପାଇଥିବା ନୀଳମଣି ମହାନ୍ତି ହାଇୱେ ପାଟ୍ରୋଲିଂ ଦାୟିତ୍ୱରେ ଥିଲେ। ରାତିଅଧରେ ତାଳଚେର ଥାନା ଅଞ୍ଚଳର ଜଣେ ମହିଳାଙ୍କ ଘର କବାଟ ବାଡ଼େଇ ସେ ଭିତରକୁ ପଶିଥିଲେ। ଏମିତିକି ଘରେ ପଶି ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ନେଇ ମହିଳାଜଣକ ଥାନାରେ ଅଭିଯୋଗ କରିଥିଲେ। ପରେ ତାଳଚେର ପୋଲିସ ସମ୍ପୃକ୍ତ ଅଧିକାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଛିି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri