Posted inଜାତୀୟ

ପୁଲୱାମାରେ ସବ୍ ଇନ୍ସପେକ୍ଟରଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଜମ୍ମୁ,୧୮ ।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କୁ ମିଳିଛି ଆଉ ଏକ ସଫଳତା । ପୁଲୱାମାରେ ଆତଙ୍କବାଦୀମାନେ ଜଣେ ସବ ଇନ୍ସପେକ୍ଟରଙ୍କୁ ଗୁଳି କରି ହତ୍ୟା କରିଥିବା ସୂଚନା ମିଳିଛି । ଘରେ ପଶି ଏମାନେ ସବ ଇନ୍ସପେକ୍ଟରଙ୍କୁ ହତ୍ୟା କରିଥିବା କୁହାଯାଉଛି । ସବ ଇନ୍ସପେକ୍ଟର ଫାରୁଖ ଅହମଦ ମୀରଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରିଥିଲେ । ଏହାପରେ ତାଙ୍କୁ ଅପହରଣ କରି ନିକଟରେ ଥିବା ଚାଷ ଜମିରେ ଗୁଳି କରି ହତ୍ୟା କରିଥିଲେ ।
ଏହି ଘଟଣା ପରେ ପୁଣିଥରେ ଟାର୍ଗେଟ କିଲିଂକୁ ନେଇ ଚିନ୍ତା ବଢିଛି । ହେଲେ ଏହା ଟାର୍ଗେଟ କିଲିଂ କି ନା ତାହା ସ୍ପଷ୍ଟ ହୋଇ ନ ଥିବା ବେଳେ ସବ ଇନ୍ସପେକ୍ଟରଙ୍କ ହତ୍ୟା ବିଳମ୍ବିତ ରାତ୍ରିରେ କରାଯାଇଛି । ଏହାପରେ ସମ୍ପୂର୍ଣ୍ଣ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ ଅପରେଶନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri