ଫିନଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବ୍ରେକଫାଷ୍ଟ ବିଲର ତଦନ୍ତ ହେବ

ହେଲସିନ୍‌କି,୨୮।୫: ଟିକସଦାତାଙ୍କ ଟଙ୍କାରେ ଫିନଲାଣ୍ଡ ପ୍ରଧାନମନ୍ତ୍ରୀଙ୍କୁ ବ୍ରେକଫାଷ୍ଟରେ ରିହାତି ଦିଆଯାଉଥିବା ଅଭିଯୋଗ ଆସିଛି। ଏହାର ତଦନ୍ତ କରାଯିବ ବୋଲି ପୋଲିସ ଶୁକ୍ରବାର ଘୋଷଣା କରାଯାଇଛି।

କେସାରାଣ୍ଟା ବାସଭବନରେ ରହୁଥିବା ପ୍ରଧାନମନ୍ତ୍ରୀ ସାନ୍ନା ମାରିନ ପରିବାରର ବ୍ରେକଫାଷ୍ଟ ବାବଦକୁ ମାସିକ ୩୦୦ ୟୁରୋ (୨୬,୪୭୩ ଟଙ୍କା) ଫେରସ୍ତ ମାଗିଥିଲେ। ଏହି ଭତ୍ତା ତାଙ୍କ ପୂର୍ବରୁ ଅନ୍ୟ ପ୍ରଧାନମନ୍ତ୍ରୀଙ୍କୁ ମିଳିଥିବା ୩୫ ବର୍ଷୀୟା ପ୍ରଧାନମନ୍ତ୍ରୀ ଦାବି କରିଥିବା ‘ଇଲ୍‌ତଲେହତି’ ନାମକ ଟାବଲଏଡ୍‌ରେ ପ୍ରକାଶ ପାଇଥିବା ରିପୋର୍ଟରେ ଦର୍ଶାଯାଇଥିଲା।

”ପ୍ରଧାନମନ୍ତ୍ରୀ ଭାବେ ଏହି ସୁବିଧା ସମ୍ପର୍କରେ ମୋତେ କୁହାଯାଇନାହିଁ। ଏହା ଉପରେ କୌଣସି ନିଷ୍ପତ୍ତି ନେବାରେ ମଧ୍ୟ ମୋର ସମ୍ପୃକ୍ତି ନାହିଁ“ ବୋଲି ମାରିନ ଟୁଇଟରରେ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri