ଆକାଶଙ୍କୁ ରିମାଣ୍ଡରେ ଆଣିବ କମିଶନରେଟ୍‌ ପୋଲିସ

ଭୁବନେଶ୍ୱର, ୮।୧୨(ବ୍ୟୁରୋ): ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ। ତାଙ୍କ ଦସ୍ତଖତ ନମୁନାକୁ ଯାଞ୍ଚ ପାଇଁ ହ୍ୟାଣ୍ଡରାଇଟିଂ ବ୍ୟୁରୋକୁ ପଠାଯିବ। ଆପଏଣ୍ଟମେଣ୍ଟ ଲେଟରରେ ଥିବା ଆକାଶଙ୍କ ଦସ୍ତଖତକୁ ମେଳକ କରାଯିବ। ଟାଟା ନାଁରେ ଆକାଶ ବାଣ୍ଟିଥିବା ନିଯୁକ୍ତିପତ୍ର ସହ ଦସ୍ତଖତ ମେଳକ ହେବ ବୋଲି ଟୁଇନ୍‌ ସିଟି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି।

ଆକାଶ ନିଜକୁ ଟାଟା ମୋଟର୍ସର ଏମ୍‌ଡି ପରିଚୟ ଦେଇ ଶିକ୍ଷିତ ବେକାର ଯୁବକ ଓ ଯୁବତୀଙ୍କୁ ଠକିଥିଲେ। ଟାଟାରେ ଚାକିରି କରାଇଦେବା ନାଁରେ କୋଟି କୋଟି ଟଙ୍କା ହରିଲୁଟ କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଗିରଫ ହୋଇ ଆକାଶ, ତାଙ୍କ ବାପା ଅଭୟକାନ୍ତ ଓ ଶ୍ୱଶୁର ପ୍ରଦୀପ ପାଣିଗ୍ରାହୀ ଜେଲରେ ରହିଛନ୍ତି। ଆକାଶ ଓ ପ୍ରଦୀପଙ୍କ ଆକାଉଣ୍ଟ ଭିତରେ କୋଟି କୋଟି ଟଙ୍କା କାରବାର ହୋଇଥିବାରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳାୟ(ଇଡି) ଏବେ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri