Posted inଜାତୀୟ

୩୦୦ ପର୍ଯ୍ୟଟକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କଲେ ପୋଲିସ

ଶିମ୍‌ଲା,୩।୧: ହିମାଚଳପ୍ରଦେଶରେ ପ୍ରବଳ ଥଣ୍ଡା ପଡ଼ିବା ସହିତ ତୁଷାରପାତ ଜାରି ରହିଛି। ଏପରିସ୍ଥଳେ ରୋହତଙ୍ଗ୍‌ର ଅଟଳ ଟନେଲ ପାଖରେ ଅଟକି ରହିଥିବା ୩୦୦ ପର୍ଯ୍ୟଟକଙ୍କୁ ପୋଲିସ ଉଦ୍ଧାର କରିଛନ୍ତି। ଏନେଇ ପୋଲିସ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ମନାଲି ଫେରିବା ସମୟରେ କେତେକ ପର୍ଯ୍ୟଟକ ଅଟଳ ଟନେଲ ଅତିକ୍ରମ କରିସାରିଥିବାବେଳେ ଅନ୍ୟ ପର୍ଯ୍ୟଟକମାନେ ରାସ୍ତାରେ ବରଫ ଜମି ରହିବା ଯୋଗୁ ଅଟକି ରହିଥିଲେ। ଲାହାଉଲ୍‌ ଅଞ୍ଚଳରେ ରହିବାର କୌଣସି ସୁବିଧା ନ ଥିବାରୁ ପର୍ଯ୍ୟଟକମାନେ ନିଜ ନିଜ ଗାଡ଼ିରେ ବସି ରହିବାକୁ ବାଧ୍ୟ ହୋଇଥିଲେ। ତେବେ ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା କୁଲୁ ଏସ୍‌ପି ଗୌରବ ସିଂ ସୂଚନା ଦେଇଛନ୍ତି। ରାସ୍ତାରେ ୭୦ରୁ ଅଧିକ ଯାନ ଅଟକି ରହିଛି। ସେଥିମଧ୍ୟରେ ୪୮ ଆସନ ବିଶିଷ୍ଟ ଏକ ବସ୍‌ ମଧ୍ୟ ରହିଛି। ପୋଲିସ ଟିମ୍‌ ପକ୍ଷରୁ ୨୪ ଆସନ ବିଶିଷ୍ଟ ବସ୍‌ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ରୋଗୀଙ୍କ ନିକଟରେ ରେକ୍ଟାଲ୍‌ ବ୍ଲିଡିଂ ଭୟ

ନୂଆଦିଲ୍ଲୀ,୩୦।୬: ବ୍ଲାକ୍‌ ଫଙ୍ଗସ୍‌ ପରେ ଏବେ କରୋନା ରୋଗୀଙ୍କ ନିକଟରେ ସାଂଘାତିକ ରେକ୍ଟାଲ ବ୍ଲିଡିଂ ବିପଦ ବଢ଼ିବାରେ ଲାଗିଛି। ଗତ କିଛି ଦିନରୁ ରାଜଧାନୀ ଦିଲ୍ଲୀର...

ମୋଦିଙ୍କୁ ଭେଟିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୩।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। କେଜରିଓ୍ବାଲ ତୃତୀୟଥର ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆସନରେ ବସିବା ପରେ...

୩ ଆଇଏସ୍‌ ସହଯୋଗୀ ଗିରଫ

ନୂଆଦିଲ୍ଲୀ,୨୬ା୧୧: ଆଇଏସ୍‌ ଆତଙ୍କବାଦୀଙ୍କ ସହ ସମ୍ପର୍କ ରଖିଥିବା ୩ ଆତଙ୍କବାଦୀଙ୍କୁ ବିସ୍ଫୋରକ ସହ ଦିଲ୍ଲୀ ପୋଲିସ ଆସାମ୍‌ର ଗୋଲ୍‌ପାରାରୁ ଗିରଫ କରିଛି। ଦିଲ୍ଲୀରେ ଆତଙ୍କବାଦୀ ଆକ୍ରମଣ...

ଭାଜପା ଶିବିରରେ ଜ୍ୟୋତିରାଦିତ୍ୟ: ରାଜ୍ୟ ସଭା ପାଇଁ ଶୁକ୍ରବାର କରିବେ ନାମାଙ୍କନ ପତ୍ର ଦାଖଲ

ନୂଆଦିଲ୍ଲୀ,୧୧।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଉପସ୍ଥିତ ଥିଲେ। ସେ...

ପରଲୋକରେ ପ୍ରଖ୍ୟାତ ଗାୟକ ବାଲାସୁବ୍ରମଣ୍ୟମ୍‌

ନୂଆଦିଲ୍ଲୀ,୨୫।୯: ପ୍ରସିଦ୍ଧ ଗାୟକ ଏସପି ବାଲାସୁବ୍ରମଣ୍ୟମଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଗତ ଅଗଷ୍ଟ ୫ରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ।...

ମୁସଲମାନ ସମ୍ପ୍ରଦାୟର ଲୋକେ ଚାନ୍ଦା ଆଦାୟ କରି ନିର୍ମାଣ କଲେ କାଳୀ ମନ୍ଦିର, ମୌଲବୀ କଲେ ଉଦ୍‌ଘାଟନ

ପଶ୍ଚିମବଙ୍ଗରେ ମୁସଲମାନ ଭାଇଭଉଣୀମାନେ ଭାଇଚାରାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ବୀରଭୂମ୍‌ ଜିଲାର ବାସପୁରାରେ ରାସ୍ତା ନିର୍ମାଣ ପାଇଁ କାଳୀ ମନ୍ଦିର ଭାଙ୍ଗିଦିଆଯାଇଥିଲା। ଏଠାରେ...

ଆସାମରେ ଶାହା

ଗୁଆହାଟି,୯ ।୫: କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ବିଳମ୍ବିତ ରାତିରେ ଦୁଇ ଦିବସୀୟ ଆସାମ ଗସ୍ତରେ ଗୁଆହାଟିରେ ଲୋକପ୍ରିୟ ଗୋପିନାଥ ବୋରଦୋଲାଇ ଅନ୍ତର୍ଜାତୀୟ ବିମାନ...

କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି: ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୬।୧୦: କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତିରେ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୧୯୯୯ରେ କୋଇଲା ବ୍ଲକ...

Advertisement
Archives

Model This Week