ପୋଲିସ ଗାଡ଼ି ଭଙ୍ଗାରୁଜା ଘଟଣା: ୬୭ ବସ୍ତିବାସିନ୍ଦା ଗିରଫ

କଟକ ଅଫିସ,୧୩।୫: କାଳବୈଶାଖୀ ଜନିତ ବର୍ଷା ପବନରେ କଟକ ନୂଆପଡ଼ା ବାଲିସାହିରେ ବସ୍ତି ବାସିନ୍ଦାଙ୍କ ଟେଣ୍ଟ ଭାଙ୍ଗିବା ପରେ ଭଙ୍ଗାରୁଜା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସିଏମ୍‌ସି କର୍ମଚାରୀ ଓ ପୋଲିସ ଉପରେ ଆକ୍ରମଣ ଓ ଗାଡ଼ି ଭଙ୍ଗାରୁଜା ଘଟଣାରେ ୬୭ ଜଣ ବସ୍ତିବାସିନ୍ଦାଙ୍କୁ ଗିରଫ କରାଯାଇଛି। ଆକ୍ରମଣ ଅଭିଯୋଗରେ ସେମାନଙ୍କୁ ମଧୁପାଟଣା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ବେଳେ ୬୭ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି।

ସୂଚନାଯୋଗ୍ୟ, ମଙ୍ଗଳବାର କାଳବୈଶାଖୀ ଜନିତ ବର୍ଷା ପବନରେ ବାଲିସାହିରେ ବସ୍ତି ବାସିନ୍ଦାଙ୍କ ଅସ୍ଥାୟୀ ଟେଣ୍ଟ ଉଡ଼ିଯିବା ସହ ଭାଙ୍ଗି ଯାଇଥିଲା। ଏହି ଘଟଣାରେ ଉତ୍ତ୍ୟେକ୍ତ ଲୋକେ ପାଖରେ ଥିବା ସିଏମସି ଓ ପୋଲିସ ଗାଡ଼ି ଭଙ୍ଗାରୁଜା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri