Posted inଜାତୀୟ

କେଜରିଓ୍ବାଲଙ୍କ ମାତା ପିତାଙ୍କୁ ପଚରା ଉଚରା କରିବ ନାହିଁ ପୋଲିସ

ନୂଆଦିଲ୍ଲୀ,୨୩।୫: ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଆମ ଆଦମୀ ପାର୍ଟି (ଏଏପି) ରାଜ୍ୟ ସଭା ଏମପି ସ୍ବାତି ମାଲିୱାଲଙ୍କୁ ଆକ୍ରମଣ ଓ ନିର୍ଯ୍ୟାତନା ମାମଲାର ତଦନ୍ତରେ ଦିଲ୍ଲୀ ପୋଲିସ ବ୍ୟସ୍ତ ଅଛି।
ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, ଦିଲ୍ଲୀ ପୋଲିସ ଟିମ ଗୁରୁବାର ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ସ୍ତ୍ରୀ ସୁନୀତା ଏବଂ ତାଙ୍କ ମାତାପିତାଙ୍କୁ ପଚରାଉଚରା କରିବାକୁ ଯିବେ ବୋଲି କୁହାଯାଉଥିଲା। ହେଲେ ଗୁରୁବାର ସେମାନଙ୍କୁ ପଚରା ଉଚରା କରାଯିବ ନାହିଁ ବୋଲି ଜଣାପଡିଛି।
ଏହାପୂର୍ବରୁ ଗୁରୁବାର ଆମ ଆଦମୀ ପାର୍ଟିର ନେତାମାନେ ପଚରାଉଚରା ସମ୍ପର୍କରେ ସୂଚନା ପାଇବା ପରେ ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ଘରେ ପହଞ୍ଚିବା ଆରମ୍ଭ କରିଥିଲେ। ସୂଚନାଯୋଗ୍ୟ, ସ୍ବାତି ମାଲିୱାଲ ଅରବିନ୍ଦ କେଜରିୱାଲଙ୍କ ପିଏ ବିବଭ କୁମାରଙ୍କଠାରୁ ଆକ୍ରମଣ ଏବଂ ନିଯର୍‌ୟାତନା ପାଇଥିବା ଅଭିଯୋଗ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜରିୱାଲଙ୍କ ସ୍ତ୍ରୀ ସୁନୀତା ଏବଂ ତାଙ୍କ ମାତାଙ୍କୁ ପଚରାଉଚରା ବେଳେ ସତ୍ୟ ପଦାକୁ ଆସିବ ବୋଲି ପୋଲିସ ଆଶା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri