ହୁଡାଙ୍କ ଛକାରେ ପୋଲିସକର୍ମୀ ଆହତ

କୋଲକତା,୨୬।୫: ଆଇପିଏଲ ୨୦୨୨ରେ ଖେଳାଯାଇଥିବା ଏଲିମିନେଟର ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ୧୪ ରନ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ଠାରୁ ପରାସ୍ତ ହୋଇ ଚଳିତ ସିଜିନ୍‌ରୁ ବିଦାୟ ନେଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ବ୍ୟାଟ୍ସମ୍ୟାନ ଦୀପକ ହୁଡାଙ୍କ ଛକାରେ ଇଡେନ ଗାର୍ଡେନ ଷ୍ଟାଡିୟମରେ ମ୍ୟାଚ ଦେଖୁଥିବା ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ବଲ ବାଜିବା ପରେ ପୋଲିସକର୍ମୀ ଜଣଙ୍କ ଯନ୍ତ୍ରଣାରେ ଛଟପଟ ହେଉଥିବାର ଦେଖାଯାଇଥିଲା।
ଲକ୍ଷ୍ନୌ ସୁପର ଜିଆଣ୍ଟସ ଇନିଂସର ଅଷ୍ଟମ ଓଭରର ପଞ୍ଚମ ବଲରେ ଦୀପକ ଆରସିବିର ବାମହାତୀ ସ୍ପିନର ଶାହବାଜ ଅହମ୍ମଦଙ୍କ ବଲରୁ ଏକ ଛକା ମାରିଥିଲେ। ଏହି ବଲ୍‌ ଷ୍ଟାଡିୟମରେ ଥିବା ଜଣେ ପୋଲିସ କର୍ମୀଙ୍କ ହାତରେ ବାଜିଥିଲା। ସେ ବଲ ଧରିବାକୁ ଚେଷ୍ଟା କରୁଥିଲେ, କିନ୍ତୁ ବଲ ଧରି ପାରି ନ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଡିଫେନ୍ସ ବିଭାଗକୁ ଦୃଢ଼ କରୁଛୁ: ଦୀପ୍‌ ଗ୍ରେସ୍‌

ନୂଆଦିଲ୍ଲୀ, ୧୬।୧୦(ପି.ଟି.)-ଭାରତୀୟ ମହିଳା ହକି ଦଳର ଡିଫେନ୍ସ ବିଭାଗରେ ଯୁବ ଓ ଅଭିଜ୍ଞ ଖେଳାଳିଙ୍କ ସମ୍ମିଶ୍ରଣ ରହିଛି। ଆଗାମୀ ଟୋକିଓ ଅଲିମ୍ପିକ୍ସରେ ଏହା ଦଳପାଇଁ ବିଶେଷ...

ବିଳମ୍ବିତ ହେବ ଅଷ୍ଟ୍ରେଲିଆନ୍‌ ଓପନ୍‌: କ୍ରୀଡ଼ାମନ୍ତ୍ରୀ

ମେଲବୋର୍ନ,୨୬।୧୧(ଏପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ ଏଥର ସାମାନ୍ୟ ବିଳମ୍ବିତ ହେବ ବୋଲି ଭିକ୍ଟୋରିଆ କ୍ରୀଡ଼ାମନ୍ତ୍ରୀ ମାର୍ଟିନ ପାକୁଲା କହିଛନ୍ତି। ମେଲବୋର୍ନରେ ଜାନୁୟାରୀ...

ଥାଇଲାଣ୍ଡ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ: ସହଜ ଡ୍ର’ରେ ସିନ୍ଧୁ, ସାଇନାଙ୍କ ପାଇଁ କଷ୍ଟସାଧ୍ୟ

ନୂଆଦିଲ୍ଲୀ, ୩୧।୧୨(ପି.ଟି.)- କୋଭିଡ-୧୯ ମହାମାରୀ ପାଇଁ ପାଖାପାଖି ୧୦ ମାସର ବ୍ରେକ୍‌ ପରେ ଭାରତର ଦୁଇ ତାରକା ମହିଳା ଖେଳାଳି ପି.ଭି. ସିନ୍ଧୁ ଓ ସାଇନା...

ଏମିତି ଫଟୋ ଶେୟାର ଶୁଭମନ୍‌, ପ୍ରଶଂସକ କହିଲେ ସାରାଙ୍କ ସହ ବ୍ରେକ୍‌ଅପ୍‌ ହୋଇଗଲା କି

ଭାରତୀୟ କ୍ରିକେଟ ଦଳର ତାରକା ବ୍ୟାଟ୍ସମ୍ୟାନ ଶୁଭମନ ଗିଲ ଏବେ ଛୁଟି କାଟୁଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ରେ କୋଲକାତା ନାଇଟ ରାଇଡର୍ସ (କେକେଆର୍‌)...

ଅଭ୍ୟାସ ମ୍ୟାଚ୍‌: ଭାରତ ଅଗ୍ରଣୀ: ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ

ହାମିଲଟନ, ୧୬।୨(ପି.ଟି.)- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ରେ ଭ୍ରମଣକାରୀ ଭାରତୀୟ ଦଳ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି। ଶନିବାର ଦ୍ୱିତୀୟ...

କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଉପରେ ପ୍ରାମାଣିକ ଚଳଚ୍ଚିତ୍ର

ନୂଆଦିଲ୍ଲୀ,୧୯।୫ (ପି.ଟି.): କିମ୍ବଦନ୍ତୀ ହକି ଖେଳାଳି ଧ୍ୟାନଚାନ୍ଦଙ୍କ ଉପରେ ଏକ ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ କରାଯାଉଛି। ପ୍ରଯୋଜକ ତଥା ବ୍ୟବସାୟୀ ଜୋୟିତା ରଏ ଓ ପ୍ରତୀକ...

ପଜିଟିଭ ନୁହେଁ ନେଗେଟିଭ ଆସିଛି ନୀତିଶ ରାଣାଙ୍କ କୋଭିଡ୍‌ ରିପୋର୍ଟ

କୋଲକାତା,୧।୪: ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ପୂର୍ବରୁ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଷ୍ଟାର ବ୍ୟାଟ୍ସମ୍ୟାନ ନୀତିଶ ରାଣାଙ୍କ କୋଭିଡ୍‌ ଟେଷ୍ଟ ରିପୋର୍ଟ ନେଗେଟିଭ...

ଆଇପିଏଲ୍‌ରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୯।୮: ଆଇପିଏଲର ୧୪ତମ ସିଜନର ଦ୍ୱିତୀୟ ପର୍ଯ୍ୟାୟ ଆୟୋଜନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ପ୍ରସିଦ୍ଧ ଟି -୨୦ ଲିଗର ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର...

Advertisement
Archives

Model This Week