ହୁଡାଙ୍କ ଛକାରେ ପୋଲିସକର୍ମୀ ଆହତ

କୋଲକତା,୨୬।୫: ଆଇପିଏଲ ୨୦୨୨ରେ ଖେଳାଯାଇଥିବା ଏଲିମିନେଟର ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ୧୪ ରନ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ଠାରୁ ପରାସ୍ତ ହୋଇ ଚଳିତ ସିଜିନ୍‌ରୁ ବିଦାୟ ନେଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି) ବ୍ୟାଟ୍ସମ୍ୟାନ ଦୀପକ ହୁଡାଙ୍କ ଛକାରେ ଇଡେନ ଗାର୍ଡେନ ଷ୍ଟାଡିୟମରେ ମ୍ୟାଚ ଦେଖୁଥିବା ଜଣେ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ବଲ ବାଜିବା ପରେ ପୋଲିସକର୍ମୀ ଜଣଙ୍କ ଯନ୍ତ୍ରଣାରେ ଛଟପଟ ହେଉଥିବାର ଦେଖାଯାଇଥିଲା।
ଲକ୍ଷ୍ନୌ ସୁପର ଜିଆଣ୍ଟସ ଇନିଂସର ଅଷ୍ଟମ ଓଭରର ପଞ୍ଚମ ବଲରେ ଦୀପକ ଆରସିବିର ବାମହାତୀ ସ୍ପିନର ଶାହବାଜ ଅହମ୍ମଦଙ୍କ ବଲରୁ ଏକ ଛକା ମାରିଥିଲେ। ଏହି ବଲ୍‌ ଷ୍ଟାଡିୟମରେ ଥିବା ଜଣେ ପୋଲିସ କର୍ମୀଙ୍କ ହାତରେ ବାଜିଥିଲା। ସେ ବଲ ଧରିବାକୁ ଚେଷ୍ଟା କରୁଥିଲେ, କିନ୍ତୁ ବଲ ଧରି ପାରି ନ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆକୁ ଫେରିବାକୁ କସରତ କରୁଛନ୍ତି ପାଣ୍ଡ୍ୟା

ନୂଆଦିଲ୍ଲୀ,୭।୧୨: ଏବେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଭାରତୀୟ ଦଳ ବାହାରେ ଅଛନ୍ତି। ୨୦୨୩ ବିଶ୍ୱକପରେ ଏହି ଷ୍ଟାର ଅଲରାଉଣ୍ଡର ଆହତ ହୋଇଥିଲେ, ଯାହା ପରେ ସେ...

ଟସ୍‌ରେ କଏନ ବଦଳେ ପଡିଲା ବ୍ୟାଟ, ଦେଖନ୍ତୁ ଭିଡିଓ

କାନବେରା,୭।୧୨: ଡିସେମ୍ବର ୭ ଗୁରୁବାରଠାରୁ ବିଗ ବ୍ୟାସ ଲିଗର ନୂଆ ସିଜନ ଆରମ୍ଭ ହୋଇଥିଲା। ଅଷ୍ଟ୍ରେଲିଆର ଟି -୨୦ ଫ୍ରାଞ୍ଚାଇଜ ଲିଗ ମେଲବୋର୍ଣ୍ଣ ଷ୍ଟାର୍ସ ଏବଂ...

‘ତୁମେ ଅହଂକାରୀ, କ୍ଲାସଲେସ ବ୍ୟକ୍ତି’, ଗମ୍ଭୀରଙ୍କ ପୋଷ୍ଟକୁ ନେଇ ରାଗିଲେ ଶ୍ରୀସନ୍ଥ

ନୂଆଦିଲ୍ଲୀ,୭।୧୨: ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର ଓ ଶ୍ରୀସନ୍ଥଙ୍କ ବିବାଦ କମିବାର ନାଁ ନେଉନି। ବୁଧବାର ଲିଜେଣ୍ଡସ୍‌ ଲିଗ କ୍ରିକେଟ ମ୍ୟାଚ ସମୟରେ...

ଜୁନିୟର ପୁରୁଷ ହକି ବିଶ୍ୱକପ: ୪-୧ଗୋଲରେ ସ୍ପେନ୍‌ଠାରୁ ହାରିଲା ଭାରତ

କୁଆଲାଲାମ୍ପୁର,୭ା୧୨: ଏଫ୍‌ଆଇଏଚ୍‌ ପୁରୁଷ ଜୁନିୟର ହକି ବିଶ୍ୱକପରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧-୪ ଗୋଲରେ ସ୍ପେନ୍‌ଠାରୁ ପରାଜିତ ହୋଇଛି। ପ୍ରଥମ ମ୍ୟାଚ୍‌ରେ କୋରିଆକୁ ପରାସ୍ତ...

ଆଇସିସି ଟି୨୦ ବିଶ୍ୱକପ୍‌ ଲାଗି ଲୋଗୋ ଜାରି କଲା ଆଇସିସି

ନୂଆଦିଲ୍ଲୀ,୭।୧୨: ଆଇସିସି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ପୁରୁଷ ଏବଂ ମହିଳା ଟି୨୦ ବିଶ୍ୱକପ୍‌ର ଲୋଗୋ ଜାରି କରାଯାଇଛି। ଏହି ଲୋଗୋରେ ବ୍ୟାଟ୍‌, ବଲ୍‌ର...

ସଚିନଙ୍କ ରେକର୍ଡ ଭାଙ୍ଗିପାରିବେନି କୋହଲି: କାରଣ ବୁଝାଇ କହିଲେ ବ୍ରାଏନ ଲାରା

ନୂଆଦିଲ୍ଲୀ,୭।୧୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଥରେ କହିଥିଲେ ବିରାଟ କୋହଲି କିମ୍ବା ରୋହିତ ଶର୍ମା ତାଙ୍କ ୧୦୦ ଶତକର ରେକର୍ଡ ଭାଙ୍ଗି ପାରିବେ। ସେତେବେଳେ ରୋହିତ...

ଦକ୍ଷିଣ ଆଫ୍ରିକାରେ ପହଞ୍ଚିବା ପରେ ମୁଣ୍ଡରେ ଟ୍ରଲି ବ୍ୟାଗ୍‌ ରଖି ଦୌଡିଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

କେପ୍‌ଟାଉନ୍‌,୭।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ଡିସେମ୍ବର ୧୦ରୁ ଆରମ୍ଭ ହେବ। ଏଥିପାଇଁ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାରେ ପହଞ୍ଚିଛି। ବିମାନବନ୍ଦରରେ...

ଚୌକା-ଛକା ବର୍ଷା କଲେ ଗମ୍ଭୀର

ନୂଆଦିଲ୍ଲୀ,୭।୧୨: କିମ୍ବଦନ୍ତୀ ଲିଗ କ୍ରିକେଟ ଟୁର୍ନାମେଣ୍ଟର ଏଲିମିଟର ମ୍ୟାଚରେ ଇଣ୍ଡିଆ କ୍ୟାପିଟାଲ ୧୨ ରନ୍‌ରେ ଗୁଜରାଟ ଜିଆଣ୍ଟସ ଦଳକୁ ପରାସ୍ତ କରିଛି॥ ପ୍ରଥମେ ବ୍ୟାଟିଂ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri