Posted inଜାତୀୟ

ଡ୍ୟୁଟି ସମୟରେ ସୋସିଆଲ ମିଡିଆ ବ୍ୟବହାର କରିବା ପୋଲିସକର୍ମୀଙ୍କୁ ମନା

ଲକ୍ଷ୍ନୌ,୮।୨: ବିଭିନ୍ନ ଦେଶରୁ ଅଧ୍ୟୟନ କରିବା ପରେ ଉତ୍ତରପ୍ରଦେଶର ପୋଲିସ ବିଭାଗରେ ସୋସିଆଲ ମିଡିଆ ନୀତି କାର୍ଯ୍ୟକାରୀ କରାଯାଇଛି। ଏଥିରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସରକାରୀ କାର୍ଯ୍ୟ କିମ୍ବା ଡ୍ୟୁଟି ସମୟରେ ସୋସିଆଲ ମିଡିଆର ବ୍ୟବହାର ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ ହେବ। କନଷ୍ଟେବଳଙ୍କ ଠାରୁ ଆଇପିଏସ ଅଧିକାରୀ ପର୍ଯ୍ୟନ୍ତ ଏହି ପ୍ରତିବନ୍ଧକ ଲାଗୁ କରାଯାଇଛି।
ଏହା ବ୍ୟତୀତ ୟୁନିଫର୍ମରେ ଡ୍ୟୁଟି କରିବା ସମୟରେ ରିଲ ତିଆରି କରିବା, ଚାଟିଂ କିମ୍ବା ଫଟୋ ପୋଷ୍ଟ କରିବା ଉପରେ ମଧ୍ୟ ନିଷେଧାଦେଶ ଦିଆଯାଇଛି। ଉତ୍ତରପ୍ରଦେଶରେ ଏହି ନୀତି କାର୍ଯ୍ୟକାରୀ କରିବା ପୂର୍ବରୁ କେବଳ ବିଭିନ୍ନ ସଂଗଠନର ମତାମତ ସର୍ଭେ କରାଯାଇ ନ ଥିଲା, ରାଜ୍ୟ ସହିତ ବିଭିନ୍ନ ଦେଶର ସୋସିଆଲ ମିଡିଆ ନିୟମ ମଧ୍ୟ ଅଧ୍ୟୟନ କରାଯାଇଥିଲା। ଡିଜିପି ଉତ୍ତରପ୍ରଦେଶ ଏ ସମ୍ପର୍କରେ ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଜିଲା ସ୍ତରରେ ଏହାକୁ ଗୁରୁତର ସହ ପାଳନ କରାଯିବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

ନେପାଳ ବନ୍ୟା ବିଭୀଷିକା: ବରଗଡ଼ର ମା’-ଝିଅ ନିଖୋଜ, ସ୍ବାମୀ ସୁରକ୍ଷିତ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri