Posted inଜାତୀୟ

ଅତିକ-ଅଶରଫ ହତ୍ୟା ମାମଲାରେ ପୋଲିସକୁ ପଚରା ଉଚରା ସହ କ୍ରାଇମ ସିନ କରାଯିବ ରିକ୍ରିଏଟ

ନୂଆଦିଲ୍ଲୀ,୨୦।୪: ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କ ହତ୍ୟା ମାମଲା ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ଏହି ମାମଲାରେ ପ୍ରତିଦିନ କିଛି ନା କିଛି ନୂଆ ମୋଡ ଆସୁଛି। ଗୁରୁବାର ଯାଞ୍ଚ କମିଟି ଅତିକ ହତ୍ୟା ମାମଲାର ସିନ୍‌ ରିକ୍ରିଏଟ କରିବ। ଏହାସହ ମାଫିଆ ଅତିକ ଓ ତାଙ୍କ ଭାଇଙ୍କ ହତ୍ୟା ସମୟରେ ଯେଉଁ ପୋଲିସ ଉପସ୍ଥିତ ଥିଲେ ସେମାନଙ୍କୁ ପଚରା ଉଚରା କରାଯିବ। ସୂଚନାଯୋଗ୍ୟ, ୧୫ ଏପ୍ରିଲରେ ଅତିକ ଓ ତାଙ୍କ ଭାଇଙ୍କୁ ପୋଲିସ କଷ୍ଟଡିରେ ଥିବା ସମୟରେ ହତ୍ୟା କରାଯାଇଥିଲା। ଆଉ ହତ୍ୟାକରୀ ସାଙ୍ଗେ ସାଙ୍ଗେ ସରେଣ୍ଡର କରି ଯାଇଥିଲେ। ହେଲେ ମର୍ଡର ମିଷ୍ଟ୍ରିରେ ଯାଞ୍ଚ କମିଟି ଗଠନ କରାଯାଇଛି। ଏହି ଦୁଇ ଭାଇଙ୍କୁ ସ୍ବାସ୍ଥ୍ୟ ଯାଞ୍ଚ ପାଇଁ ହସ୍ପିଟାଲ ନିଆଯାଉଥିବା ସମୟରେ ସେମାନଙ୍କୁ ହତ୍ୟା କରାଯାଇଥିଲା। ଏହି ହତ୍ୟାର କାରଣ ଓ ସମସ୍ତ ତଥ୍ୟ ଜାଣିବାକୁ ସରକାର ଯାଞ୍ଚ କମିଟି ଗଠନ କରିଛନ୍ତି। ଏଥିରେ ହାଇକୋର୍ଟର ପୂର୍ବତନ ଜଜଙ୍କୁ କମିଟିର ଅଧ୍ୟକ୍ଷ କରାଯାଇଛି। ଯାଞ୍ଚ କମିଟି ସାମ୍ନାରେ ଗୁରୁବାର ସେହି ଲୋକେଶନରେ ସିନ ରିକ୍ରିଏଟ କରାଯିବ। ଫଳରେ ହତ୍ୟାକାଣ୍ଡକୁ ନେଇ କିଛି ନୂଆ ତଥ୍ୟ ସାମ୍ନାକୁ ଆସିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ଦେଶରେ ବଢ଼ିବ ଏସି ବ୍ୟବହାର, ଗରିବ ଦେଶରେ ଯିବ ଅଧିକ ଜୀବନ

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଜଳବାୟୁ ପରିବର୍ତ୍ତନ ଜନିତ ତାପମାତ୍ରା ବୃଦ୍ଧି ଯୋଗୁ ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୪ ଲକ୍ଷ ୩୦ ହଜାର ଅତିରିକ୍ତ ଲୋକଙ୍କ ମୃତ୍ୟୁ…

କେବଳ ଆନ୍ଦୋଳନ ପାଇଁ ଲାଠିଚାଳନା କରାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୭: କେବଳ ଆନ୍ଦୋଳନ ଚାଲିବାକୁ ନେଇ ପୋଲିସ ମାତ୍ରାଧିକ ବଳପ୍ରୟୋଗ କିମ୍ବା ହିଂସା କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ସୋମବାର କହିଛନ୍ତି । ଗଣତାନ୍ତ୍ରିକ ପ୍ରକ୍ରିୟାରେ ନିଜ…

ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ, ହାତ କାଟି ମାରିଲେ ସ୍ବାମୀ: ହତ୍ୟା ପରେ ନିଜେ…

ଭୁବନେଶ୍ୱର,୨୮।୭(ତ୍ରିନାଥ ମହାନ୍ତି):ମଞ୍ଚେଶ୍ୱର ଥାନା ଚକେଇଶିଆଣି ସାହୁ କଲୋନୀରେ ଘଟିଛି ଏକ ବୀଭତ୍ସ ହତ୍ୟାକାଣ୍ଡ। ଘରେ ଅନ୍ୟ କେହି ସଦସ୍ୟ ନ ଥିବାବେଳେ ବ୍ଲେଡ୍‌ରେ ସ୍ତ୍ରୀଙ୍କ ବେକ କାଟି…

ଏନ୍‌ଇଇଟି ପରେ ସରକାରଙ୍କ ଚିନ୍ତା ବଢ଼ାଇଛି ଇ-୨୦ ଅସନ୍ତୋଷ: ଅଗଷ୍ଟ ୪ରେ…

ନୂଆଦିଲ୍ଲୀ, ୨୮ା୭ (ପି.ଟି.):ଏନ୍‌ଇଇଟି ବିବାଦ ପରେ ଏବେ ୨୦% ଇଥାନଲ୍‌-ମିଶ୍ରିତ ପେଟ୍ରୋଲ (ଇ-୨୦)କୁ ନେଇ କେନ୍ଦ୍ର ସରକାରଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀର କେତେକ ପ୍ରମୁଖ…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri