Posted inଜାତୀୟ

ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ, ଶିନ୍ଦେ କଲେ ଲୋକାର୍ପଣ-ଏନସିପି କ୍ଷୀରରେ କଲା ଶୁଦ୍ଧିକରଣ…

ମୁମ୍ବାଇ, ୧୭।୯ : ମହାରାଷ୍ଟ୍ରରେ ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଔରଙ୍ଗାବାଦରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଲୋକାର୍ପଣ କରିଛନ୍ତି। ଏହାର ପ୍ରତିବାଦରେ ଏନସିପିର ଯୁବ ମୋର୍ଚ୍ଚା ନେତାମାନେ ଏହି ପ୍ରତିମୂର୍ତ୍ତିକୁ ଶୁଦ୍ଧିକରଣ କରି କ୍ଷୀରରେ ସ୍ନାନ କରିଥିଲେ। ନେତାମାନେ ଅଭିଯୋଗ କରିଛନ୍ତି ଯେ ଏହି ପ୍ରତିମୂର୍ତ୍ତିକୁ ଦୋଦ୍ରୋହୀ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ସେଥିପାଇଁ ଶୁଦ୍ଧିକରଣ କରାଯାଇଛି।

ବାସ୍ତବରେ, ଏହି ସମଗ୍ର ବିଷୟ ନିମନ୍ତ୍ରଣ ପତ୍ରରେ ବିରୋଧୀ ଦଳର ନେତା ଏବଂ ଛାତ୍ର ସଂଗଠନର ଅବହେଳା ସହିତ ଜଡିତ। ଅଭିଯୋଗ ହୋଇଛି ଯେ କେବଳ ଶାସକ ଦଳ ସହ ଜଡିତ ଲୋକଙ୍କୁ ନିମନ୍ତ୍ରଣ କରାଯାଇଥିବାବେଳେ ବିରୋଧୀ ଦଳର ବରିଷ୍ଠ ନେତାମାନଙ୍କୁ ନିମନ୍ତ୍ରଣ କରାଯାଇ ନାହିଁ। ଯେତେବେଳେ କି, ଏହି ପ୍ରତିମୂର୍ତ୍ତି ରାଜ୍ୟର ବହୁ ପ୍ରତୀକ୍ଷିତ ପ୍ରକଳ୍ପ।

ଡକ୍ଟର ବାଲାସାହେବ ଆମ୍ବେଡକର ମରାଠୱାଡା ବିଶ୍ୱବିଦ୍ୟାଳୟ ପରିସରରେ ଏହି ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶିନ୍ଦେ ଶୁକ୍ରବାର ଏହି ପ୍ରତିମୂର୍ତ୍ତିକୁ ଲୋକାର୍ପିତ କରିଥିଲେ। ପରଦିନ ଅର୍ଥାତ ଶନିବାର ଏନସିପିର ଯୁବ ମୋର୍ଚ୍ଚା ନେତାମାନେ ବିଶ୍ୱବିଦ୍ୟାଳୟ ପରିସରକୁ ଆସି ପ୍ରତିମୂର୍ତ୍ତିକୁ ଧୋଇବା ଆରମ୍ଭ କରିଥିଲେ। ପ୍ରଥମେ ପ୍ରତିମାକୁ କ୍ଷୀର ଏବଂ ପରେ ପାଣିରେ ସ୍ନାନ କରି ଶୁଦ୍ଧିକରଣ କରାଯାଇଥିବା ଏନସିପି ଯୁବ ମୋର୍ଚ୍ଚା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri