Posted inଜାତୀୟ

ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ, ଶିନ୍ଦେ କଲେ ଲୋକାର୍ପଣ-ଏନସିପି କ୍ଷୀରରେ କଲା ଶୁଦ୍ଧିକରଣ…

ମୁମ୍ବାଇ, ୧୭।୯ : ମହାରାଷ୍ଟ୍ରରେ ଶିବାଜୀଙ୍କୁ ନେଇ ରାଜନୈତିକ ବିବାଦ ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଔରଙ୍ଗାବାଦରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିର ଲୋକାର୍ପଣ କରିଛନ୍ତି। ଏହାର ପ୍ରତିବାଦରେ ଏନସିପିର ଯୁବ ମୋର୍ଚ୍ଚା ନେତାମାନେ ଏହି ପ୍ରତିମୂର୍ତ୍ତିକୁ ଶୁଦ୍ଧିକରଣ କରି କ୍ଷୀରରେ ସ୍ନାନ କରିଥିଲେ। ନେତାମାନେ ଅଭିଯୋଗ କରିଛନ୍ତି ଯେ ଏହି ପ୍ରତିମୂର୍ତ୍ତିକୁ ଦୋଦ୍ରୋହୀ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ସେଥିପାଇଁ ଶୁଦ୍ଧିକରଣ କରାଯାଇଛି।

ବାସ୍ତବରେ, ଏହି ସମଗ୍ର ବିଷୟ ନିମନ୍ତ୍ରଣ ପତ୍ରରେ ବିରୋଧୀ ଦଳର ନେତା ଏବଂ ଛାତ୍ର ସଂଗଠନର ଅବହେଳା ସହିତ ଜଡିତ। ଅଭିଯୋଗ ହୋଇଛି ଯେ କେବଳ ଶାସକ ଦଳ ସହ ଜଡିତ ଲୋକଙ୍କୁ ନିମନ୍ତ୍ରଣ କରାଯାଇଥିବାବେଳେ ବିରୋଧୀ ଦଳର ବରିଷ୍ଠ ନେତାମାନଙ୍କୁ ନିମନ୍ତ୍ରଣ କରାଯାଇ ନାହିଁ। ଯେତେବେଳେ କି, ଏହି ପ୍ରତିମୂର୍ତ୍ତି ରାଜ୍ୟର ବହୁ ପ୍ରତୀକ୍ଷିତ ପ୍ରକଳ୍ପ।

ଡକ୍ଟର ବାଲାସାହେବ ଆମ୍ବେଡକର ମରାଠୱାଡା ବିଶ୍ୱବିଦ୍ୟାଳୟ ପରିସରରେ ଏହି ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ଶିନ୍ଦେ ଶୁକ୍ରବାର ଏହି ପ୍ରତିମୂର୍ତ୍ତିକୁ ଲୋକାର୍ପିତ କରିଥିଲେ। ପରଦିନ ଅର୍ଥାତ ଶନିବାର ଏନସିପିର ଯୁବ ମୋର୍ଚ୍ଚା ନେତାମାନେ ବିଶ୍ୱବିଦ୍ୟାଳୟ ପରିସରକୁ ଆସି ପ୍ରତିମୂର୍ତ୍ତିକୁ ଧୋଇବା ଆରମ୍ଭ କରିଥିଲେ। ପ୍ରଥମେ ପ୍ରତିମାକୁ କ୍ଷୀର ଏବଂ ପରେ ପାଣିରେ ସ୍ନାନ କରି ଶୁଦ୍ଧିକରଣ କରାଯାଇଥିବା ଏନସିପି ଯୁବ ମୋର୍ଚ୍ଚା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri