ଇରାକରେ ଘନେଇଲା ରାଜନୈତିକ ସଙ୍କଟ: ସଂଘର୍ଷରେ ୨୦ ମୃତ

ବାଗଦାଦ,୩୦।୮: ଶ୍ରୀଲଙ୍କା ପରେ ବର୍ତ୍ତମାନ ଇରାକରେ ଅରାଜକତା ପରିସ୍ଥିତି ସୃଷ୍ଟି ହୋଇଛି। ଶକ୍ତିଶାଳୀ ଶିଆ ଧର୍ମଗୁରୁ ମୁକତାଦା ଅଲ-ସଦର ମଧ୍ୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଫଳରେ ଦେଶରେ ରାଜନୈତିକ ସଙ୍କଟ ଆହୁରି ଉଗ୍ର ରୂପ ଧାରଣ କରିଛି। ଅଲ୍‌-ସଦରଙ୍କ ନିଷ୍ପତ୍ତିକୁ ବିରୋଧ କରି ତାଙ୍କ ସମର୍ଥକମାନେ ରାଷ୍ଟ୍ରପତି ଭବନ ଏବଂ ବିଭିନ୍ନ ସରକାରୀ ଅଟ୍ଟାଳିକା ମଧ୍ୟକୁ ଧଶେଇ ପଶିଛନ୍ତି। ଅଲ୍‌-ସଦରଙ୍କ ସମର୍ଥକ ଏବଂ ବିରୋଧୀ ଗୋଷ୍ଠୀ ମଧ୍ୟରେ ଜୋରଦାର୍‌ ସଂଘର୍ଷ ହୋଇଛି। ଗୁଳି ବିନିମୟରେ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଇରାନ୍‌ ସମର୍ଥିତ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ମହମ୍ମଦ ଅଲ୍‌-ସୁଦାନିଙ୍କୁ ବିରୋଧ କରି ଗତ ଜୁଲାଇରେ ଅଲ୍‌-ସଦରଙ୍କ ଶତାଧିକ ସମର୍ଥକ ପାର୍ଲାମେଣ୍ଟ ମଧ୍ୟକୁ ଧସେଇ ପଶିଥିଲେ। ଏହାସହ ପ୍ରାୟ ୪ ସପ୍ତାହ ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସୋମବାର ଟୁଇଟର ଯୋଗେ ଅଲ୍‌-ସଦର ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିବା ପରେ ସେଠାରେ ସ୍ଥିତି ଅଣାୟତ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri