ଇରାକରେ ଘନେଇଲା ରାଜନୈତିକ ସଙ୍କଟ: ସଂଘର୍ଷରେ ୨୦ ମୃତ

ବାଗଦାଦ,୩୦।୮: ଶ୍ରୀଲଙ୍କା ପରେ ବର୍ତ୍ତମାନ ଇରାକରେ ଅରାଜକତା ପରିସ୍ଥିତି ସୃଷ୍ଟି ହୋଇଛି। ଶକ୍ତିଶାଳୀ ଶିଆ ଧର୍ମଗୁରୁ ମୁକତାଦା ଅଲ-ସଦର ମଧ୍ୟ ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ଫଳରେ ଦେଶରେ ରାଜନୈତିକ ସଙ୍କଟ ଆହୁରି ଉଗ୍ର ରୂପ ଧାରଣ କରିଛି। ଅଲ୍‌-ସଦରଙ୍କ ନିଷ୍ପତ୍ତିକୁ ବିରୋଧ କରି ତାଙ୍କ ସମର୍ଥକମାନେ ରାଷ୍ଟ୍ରପତି ଭବନ ଏବଂ ବିଭିନ୍ନ ସରକାରୀ ଅଟ୍ଟାଳିକା ମଧ୍ୟକୁ ଧଶେଇ ପଶିଛନ୍ତି। ଅଲ୍‌-ସଦରଙ୍କ ସମର୍ଥକ ଏବଂ ବିରୋଧୀ ଗୋଷ୍ଠୀ ମଧ୍ୟରେ ଜୋରଦାର୍‌ ସଂଘର୍ଷ ହୋଇଛି। ଗୁଳି ବିନିମୟରେ ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଇରାନ୍‌ ସମର୍ଥିତ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ମହମ୍ମଦ ଅଲ୍‌-ସୁଦାନିଙ୍କୁ ବିରୋଧ କରି ଗତ ଜୁଲାଇରେ ଅଲ୍‌-ସଦରଙ୍କ ଶତାଧିକ ସମର୍ଥକ ପାର୍ଲାମେଣ୍ଟ ମଧ୍ୟକୁ ଧସେଇ ପଶିଥିଲେ। ଏହାସହ ପ୍ରାୟ ୪ ସପ୍ତାହ ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସୋମବାର ଟୁଇଟର ଯୋଗେ ଅଲ୍‌-ସଦର ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିବା ପରେ ସେଠାରେ ସ୍ଥିତି ଅଣାୟତ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?