ନେପାଳରେ ରାଜନୈତିକ ସଙ୍କଟ, ଶାସକ ମେଣ୍ଟ ବୈଠକ ବିଫଳ…

କାଠମାଣ୍ଡୁ,୨୫।୧୨ : ନେପାଳରେ ଶାସକ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାର ଶେଷ ହୋଇଛି। ଏଥିରେ ନୂତନ ସରକାର ଗଠନ ସମ୍ପର୍କରେ ଏକମତ ହେବାକୁ ଥିବା ମିଳିତ ଦଳ ସରକାରଙ୍କ ଚାରିଟି ଦଳ ଏକ ଚୁକ୍ତି କରିବାକୁ ଯାଉଥିଲେ, କିନ୍ତୁ ବୈଠକ ବିଫଳ ରହିଛି। ଏଥିରେ କୌଣସି ନିଷ୍ପତ୍ତି ନିଆଯାଇପାରି ନାହିଁ। ସେପଟେ ପୂର୍ବତନ ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲ ପ୍ରଚଣ୍ଡ ଶାସକ ଦଳ ସହ ସମ୍ପର୍କ ବିଚ୍ଛିନ୍ନ କରିଛନ୍ତି। ଫଳରେ ନେପାଳର ରାଜନୈତିକ ସଙ୍କଟକୁ ଆହୁରି ଗୁରୁତର ହେବାରେ ଲାଗିଛି।

ମିଳିତ ମେଣ୍ଟର ନେତାମାନେ କହିଛନ୍ତି ଯେ ବୈଠକ ଶେଷ ହୋଇଛି। ଏଥିରେ କୌଣସି ନିଷ୍ପତ୍ତି ନିଆଯାଇ ପାରିନାହିଁ। ବାଲୁୱାଟର ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ମିଳିତ ଦଳ ମଧ୍ୟରେ ସରକାର ଗଠନ ଚୁକ୍ତିନାମା ଅନୁମୋଦିତ ହେବାକୁ ଯାଉଥିଲା। ଏଥିରେ ମୁଖ୍ୟ ପ୍ରସଙ୍ଗ ହେଲା କିଏ ପ୍ରଥମେ ସରକାରଙ୍କ ନେତୃତ୍ୱ ନେବ। ନେପାଳର ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀ ମିଳିତ ଦଳମାନଙ୍କୁ ରବିବାର ସୁଦ୍ଧା ଏକ ନୂତନ ସରକାର ଗଠନ ଦାବିରେ ଭାଗ ନେବାକୁ କହିଥିଲେ। କିନ୍ତୁ ବୈଠକ ଏକ ରାଜନୈତିକ ସଙ୍କଟକୁ ବୃଦ୍ଧି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri