ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସା

ବାଲେଶ୍ୱର ଅଫିସ,୧୮ା୨: ବାଲେଶ୍ୱର ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି । ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାମୁହିଁ। ସ୍ଥାନୀୟ ଆଦିବାସୀ ସାହିରେ ଲାଇଟ୍‌ ଲଗାଇବାକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ। ଉଭୟ ଗୋଷ୍ଠୀର ଦୁଇ ଆହତ। ଉଭୟଙ୍କୁ ବାଲେଶ୍ବର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି: ୧୧ ଡିସେମ୍ୱର ପର୍ଯ୍ୟନ୍ତ ରହିବାକୁ ହେବ ସତର୍କ, ଆରମ୍ଭ ହେଲା ଘୋର ଶନିଦଶା!

ଶନି ଗ୍ରହ ୨୭ ଜୁଲାଇ ୨୦୨୬ରେ ବକ୍ରୀ ହୋଇଥିଲେ। ଏବେ ୧୧ ଡିସେମ୍ୱରରେ ଶନି ମାର୍ଗୀ ହେବେ। ଏହି ସମୟ ମଧ୍ୟରେ ଶନିଙ୍କର ବକ୍ରୀ ଚଳନ ୫ଟି…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ସଭ୍ୟତାର ନୀରବ ନିର୍ମାତା

କେବେ କ୍ଳାନ୍ତ, କେବେ ନିରାଶ, କେବେ ବିଷାଦ ପୁଣି କେବେ ହତାଶ- ଏସବୁ ଭିତରେ ବି ଯିଏ ହସିହସି ପ୍ରତିଦିନ ପିଲାଙ୍କ ଆଗରେ ଛିଡ଼ା ହୋଇପାରନ୍ତି, ସେ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?