Posted inଜାତୀୟ

ମୁଖ୍ୟମନ୍ତ୍ରୀ ଆସନ ପରେ ଏବେ ଦଳ ହରାଇବା ଭୟ ଘାରିଲାଣି ଉଦ୍ଧବଙ୍କୁ

ମୁମ୍ବାଇ,୯ ।୭: ମହାରାଷ୍ଟ୍ରରେ ଶିବସେନା ସହ ମନୋମାଳିନ୍ୟ ହୋଇ ଏକନାଥ ଶିନ୍ଦେ ସରକାର ଗଠନ ତ କରିନେଲେ । ହେଲେ ଏବେ ନିର୍ବାଚନ ଚିହ୍ନକୁ ନେଇ ଉଦ୍ଧବ ଠାକରେ ଓ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଗଲା ଭଳି ଲାଗୁଛି । ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିର୍ବାଚନ ଚିହ୍ନ ‘ଧନୁଷ ବାଣ’ ବା ଧନୁତୀରକୁ ନେଇ ବିବାଦ ଉପୁଜିଲାଣି । ଉଦ୍ଧବ ଏହାକୁ ଛାଡିବାକୁ ଆଦୌ ପ୍ରସ୍ତୁତ ନୁହେଁ । ଉଦ୍‌ଦବ କହିଛନ୍ତି ‘ଧନୁଷ ବାଣ’ ବା ଧନୁତୀର ଶିବସେନାର ଓ ଶିବସେନାର ହୋଇ ରହିବ । ଏବେ ବିଧାୟକଙ୍କ ଅଯୋଗ୍ୟ ଘୋଷଣା ମାମଲା ସୁପ୍ରିମକୋର୍ଟରେ ବିଚାରାଧିନ ରହିଛି ।
ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଶୁକ୍ରବାର ପ୍ରଥମଥର ଲାଗି ଜନତାଙ୍କ ସାମ୍ନାକୁ ଆସିଥିଲେ । ଏହି ସମୟରେ ସେ କହିଛନ୍ତି ‘ଧନୁତୀର’ କେବଳ ଶିବସେନାର ଓ ଏହା ଶିବସେନାର ହୋଇ ରହିବ । ଏହାକୁ ନେଇ ପୁଣିଥରେ ଆଇନର ଆଶ୍ରୟ ନେଲେଣି ଉଦ୍ଧବ ଠାକରେ । ତେଣୁ ପ୍ରଥମେ ମୁଖ୍ୟମନ୍ତ୍ରୀ ପଦ ହରାଇଥିବା ଠାକରେ ଏବେ ନିର୍ବାଚନ ଚିହ୍ନକୁ ହରାଇବେ ବୋଲି ଭୟ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri