ନୂଆପଡା ରାଜନୀତିରେ ହଲଚଲ, ଢୋଲକିଆଙ୍କ ଘରେ ବିଜେଡି ନେତା

ନୂଆପଡ଼ା,୧୬।୮(ମକାରୁ ବେମାଲ): ନୂଆପଡା ରାଜନୀତିରେ ହଲଚଲ। ସକାଳୁ ସକାଳୁ ରାଜନୀତିରେ ନୂଆ ମୋଡ ଦେଖିବାକୁ ମିଳିଛି। ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ଘରେ ଲମ୍ବୋଦର ନିଆଲ। ଜୟ ଢୋଲକିଆ ଓ ଲମ୍ବୋଦର ନିଆଲଙ୍କ ମଧ୍ୟରେ ରୁଦ୍ଧଦ୍ୱାର ବୈଠକ ହୋଇଛି। କଳାହାଣ୍ଡି ଲୋକ ସଭା ଆସନର ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ। ନୂଆପଡ଼ା ଉପନିର୍ବାଚନ ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ … Continue reading ନୂଆପଡା ରାଜନୀତିରେ ହଲଚଲ, ଢୋଲକିଆଙ୍କ ଘରେ ବିଜେଡି ନେତା