‘ରାଜନୀତି ମୋ ଦୁନିଆ ନୁହେଁ’

ପ୍ରସିଦ୍ଧ ହିନ୍ଦୀ ସିନେମା ଅଭିନେତା ସନ୍ନି ଦେଓଲ ୯୦ ଦଶକରେ ଗୋଟିଏ ପରେ ଗୋଟିଏ ସୁପରହିଟ ଫିଲ୍ମ ଦେଇଥିଲେ। ଗତ ମାସରେ ମୁକ୍ତିଲାଭ କରିଥିବା ସନ୍ନି ଦେଓଲଙ୍କ ଚଳଚ୍ଚିତ୍ର ଗଦର-୨ ବକ୍ସ ଅଫିସରେ ଏକ ବଡ଼ ସଫଳତା ପାଇ ୫୦୦ କୋଟିରୁ ଅଧିକ ଆୟ କରିଥିଲା। ସନ୍ନି ଦେଓଲ ଜଣେ ଅଭିନେତା ଏବଂ ବର୍ତ୍ତମାନ ପଞ୍ଜାବର ଗୁରୁଦାସପୁରର ଭାଜପା ଲୋକସଭା ଏମ୍‌ପି।
‘ଗଦର ୨’ର ସଫଳତା ପରେ ଅଭିନେତା ସନ୍ନି ଦେଓଲଙ୍କ କ୍ରେଜ୍‌ ବଢିଛି। ଏବେ ସେ ଆଉ ଏକ ଫିଲ୍ମ ଉପରେ ଧ୍ୟାନ ଦେଉଛନ୍ତି। ଅଭିନେତାରୁ ରାଜନେତା ପାଲଟିଥିବା ସନ୍ନି ଭବିଷ୍ୟତ ରାଜନୀତିକୁ ନେଇ ମୁହଁ ଖୋଲିଛି। ଇଣ୍ଡିଆ ଟିଭିର ସାପ୍ତାହିକ ଶୋ’ ଆପ କି ଅଦାଲତରେ ଅନେକ ପ୍ରସଙ୍ଗରେ ଖୋଲାଖୋଲି ଭାବେ କହିଥିଲେ। ଲୋକସଭାରେ ତାଙ୍କ ଉପସ୍ଥିତିକୁ ନେଇ ପ୍ରଶ୍ନ ଉଠିଥିଲା। ୨୦୧୯ରେ ଏମ୍‌ପି ହେବା ପରେ ସନ୍ନି ଦେଓଲ ମାତ୍ର ୧୯ ଥର ସଂସଦକୁ ଯାଇଛନ୍ତି। ଏହି ପ୍ରଶ୍ନ ଉପରେ ସନ୍ନି ସ୍ବୀକାର କରିଛନ୍ତି ଯେ, ସଂସଦରେ ତାଙ୍କର ଉପସ୍ଥିତି କମ୍‌। ଏହା ସହିତ ସେ ମଧ୍ୟ ଜନସାଧାରଣଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ଏହା ସହିତ ସେ କହିଛନ୍ତି ରାଜନୀତି ମୋ ଦୁନିଆ ନୁହେଁ। ଜନସାଧାରଣ ଚାହାଁନ୍ତି ଯେ ମୁଁ ଭଲ ଚଳଚ୍ଚିତ୍ର ଦେବା ଉଚିତ। ଏହି ବିବୃତ୍ତି ଆଧାରରେ ଜଣାପଡୁଛି ଯେ ସନି ଦେଓଲ ଆଗାମୀ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ସପକ୍ଷରେ ନାହାଁନ୍ତି। ଏହା ପୂର୍ବରୁ ମଧ୍ୟ ସେ ଅନେକ ସ୍ଥାନରେ ଏପରି ବିବୃତ୍ତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri