Posted inଜାତୀୟ

ଆରୋପ-ପ୍ରତ୍ୟାରୋପର ରାଜନୀତି : ଯୋଗୀଙ୍କୁ ଜବାବ ଦେଲେ କେଜରିଓ୍ବାଲ…

ନୂଆଦିଲ୍ଲୀ,୨୭।୧୧ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଆମ ଆଦମୀ ପାର୍ଟି ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କଡ଼ା ଜବାବ ଦେଇଛନ୍ତି। ଗୁଜରାଟରେ ଏକ ନିର୍ବାଚନ ରାଲିରେ ଭାଜାପାର ତାରକା ପ୍ରଚାରକ ଯୋଗୀ ଆଦିତ୍ୟନାଥ ଅରବିନ୍ଦ କେଜରିୱାଲଙ୍କୁ ଆତଙ୍କବାଦ ସମର୍ଥକ ବୋଲି କହିଥିଲେ।

ଏହାର ଜବାବରେ ଅରବିନ୍ଦ କେଜରିୱାଲ ରବିବାର ନିଜକୁ ବିକାଶର ଜଣେ ବ୍ୟକ୍ତି ଭାବରେ ଉପସ୍ଥାପନ କରିଛନ୍ତି ଏବଂ ଭାଜପାର ଗାଳିଗୁଲଜ, ଆରୋପ ପ୍ରତ୍ୟାରୋପ ଏବଂ ନିନ୍ଦାର ରାଜନୀତି କରୁଛି ବୋଲି କହି କଡ଼ା ସମାଲୋଚନା କରିଛନ୍ତି।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଯୋଗୀ ଆଦିତ୍ୟନାଥଙ୍କ ହିନ୍ଦୀରେ ଏକ ଭିଡିଓକୁ ରିଟୁଇଟ କରି କହିଛନ୍ତି ଯେ, ଯଦି ଆପଣ ଗାଳି ଗୁଲଜ, ଗୁଣ୍ଡାଗିରି, ଦୁର୍ନୀତି ଏବଂ ଖରାପ ଧରଣର ରାଜନୀତି ଚାହୁଁଛନ୍ତି ତେବେ ସେମାନଙ୍କୁ ଭୋଟ ଦିଅନ୍ତୁ।

ଅପରପକ୍ଷରେ ଯଦି ବିଦ୍ୟାଳୟ, ଡାକ୍ତରଖାନା, ବିଦ୍ୟୁତ, ପିଇବା ପାଣି, ରାସ୍ତା ଆବଶ୍ୟକ କରନ୍ତି ତେବେ ମତେ ଭୋଟ ଦିଅନ୍ତୁ। । ଯୋଗୀ ଆଦିତ୍ୟନାଥ ଟୁଇଟ କରିଥିବା ଭିଡିଓର କ୍ୟାପଶନ ଥିଲା, ଦିଲ୍ଲୀରୁ ଆସିଥିବା ଆମ ଆଦମୀ ପାର୍ଟିର ଏହି ନମୁନା ପ୍ରକୃତରେ ଆତଙ୍କବାଦୀଙ୍କ ସମର୍ଥକ ବ୍ୟକ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ଅହମଦାବାଦ,୩ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ସିଇସି ଜ୍ଞାନେଶଙ୍କ ଇସ୍ତଫା ଦାବି ତେଜିଲା

ମମ୍ବାଇ,୩ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଶୁକ୍ରବାର ମୁମ୍ବାଇର ଶିବାଜୀ ପାର୍କରେ ଜେଲଭରୋ ଆନ୍ଦୋଳନ…

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?