Posted inଜାତୀୟ

ସୁଶାନ୍ତଙ୍କ ମୃତ୍ୟୁ ନେଇ ହେଉଛି ରାଜନୀତି: ସଞ୍ଜୟ

ମୁମ୍ବାଇ,୧୯।୮: ବହୁ ଚର୍ଚ୍ଚିତ ସୁଶାନ୍ତ ସିଂହ ରାଜପୁତ ମାମଲାର ତଦନ୍ତ ଭାର ଏବେ ସୁପ୍ରିମକୋର୍ଟ ସିବିଆଇକୁ ହସ୍ତାନ୍ତର କରିଛି। ବୁଧବାର କୋର୍ଟର ଏହି ନିଷ୍ପତ୍ତି ପରେ ଏବେ ରାଜନୀତି ବୟାନବାଜି ଆରମ୍ଭ ହୋଇଯାଇଛି। ଶିବସେନା ଏମ୍‌ପି ସଞ୍ଜୟ ରାଉତ କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବୟାନ ରଖିଛନ୍ତି। ଏଥିସହ ସେ ବିହାର ମୁଖ୍ୟମନ୍ତ୍ରୀ ଓ ଡିଜିପିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଏହି ମାମଲାର ଯାଞ୍ଚ ପାଇଁ ମୁମ୍ବାଇ ପୋଲିସ ସମ୍ପୂର୍ଣ୍ଣ ଭାବେ ସକ୍ଷମ ଥିଲା, ଏଥିରେ ସିବିଆଇ ତଦନ୍ତର କୌଣସି ଆବଶ୍ୟକତା ନ ଥିଲା। କିନ୍ତୁ ବିହାର ନିର୍ବାଚନ ଯୋଗୁ ଏହି ମାମଲାର ରାଜନୀତି କରାଯାଉଛି ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କୁ ତାଙ୍କ ସରକାରୀ ବାସଭବନରେ ରବିବାର ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଦଳର ବିପୁଳ ବିଜୟ ନେଇ...

ଜ୍ଞାନବ୍ୟାପି ମାମଲା, ୧୦୦୦ ଫଟୋ-ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ…

ବାରାଣସୀ, ୧୯।୫ : ଜ୍ଞାନବ୍ୟାପି ମସଜିଦ୍‌ ମାମଲାରେ କମିଶନର କୋର୍ଟରେ ୧୦୦୦ ଫଟୋ, ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ କରିଛନ୍ତି। ଗୁରୁବାର କମିଶନର...

ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ: ଭାରତର ପ୍ରତିନିଧିତ୍ୱ କରିବେ ମଞ୍ଜୁ ଥାପ୍ପା

ନୂଆଦିଲ୍ଲୀ,୬।୧: ମିସ୍‌ ଗ୍ଲୋରି ଅଫ୍‌ ୟୁନିଭର୍ସ-୨୦୨୦ ଫେବୃୟାରୀ ୫ରେ ବ୍ୟାଙ୍କକ୍‌ରେ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗୀତାରେ ଗ୍ଲୋରି ଅଫ୍‌ ନର୍ଥ-ଇଷ୍ଟ ମଞ୍ଜୁ ଥାପ୍ପା ଭାରତ ପକ୍ଷରୁ...

କୁମାରସ୍ବାମୀ କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୧୭।୪: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଶନିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି।...

ମହାରାଷ୍ଟ୍ରରେ କୃଷିଋଣ ସମ୍ପୂର୍ଣ୍ଣ ଛାଡ଼ ହେବ

ପୁଣେ,୨୬ା୧୨(ଏଏଫ୍‌ପି): ମହାରାଷ୍ଟ୍ରରେ ଚାଷୀଙ୍କ କୃଷିଋଣ ସମ୍ପୂର୍ଣ୍ଣ ଛାଡ଼ ହେବ ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ବୁଧବାର ପ୍ରତିଶ୍ରୁତି ଦେଇଛନ୍ତି। ୨୦୧୫ ଏପ୍ରିଲ ୧ରୁ ୨୦୧୯ ମାର୍ଚ୍ଚ...

‘ସୁପ୍ରିମକୋର୍ଟ ବିଚାରପତି ବ୍ୟଙ୍ଗ ଊର୍ଦ୍ଧ୍ୱରେ ନୁହନ୍ତି’

ନୂଆଦିଲ୍ଲୀ, ୩୦।୧ : ସୁପ୍ରିମକୋର୍ଟ ବିଚାରପତିମାନେ ଖୁବ୍‌ ପ୍ରଭାବଶାଳୀ କିନ୍ତୁ ସେମାନେ ବ୍ୟଙ୍ଗର ଊର୍ଦ୍ଧ୍ୱରେ ନୁହନ୍ତି ବୋଲି ହାସ୍ୟାଭିନେତା କୁନାଲ କମ୍ରା କହିଛନ୍ତି। ସୁପ୍ରିମକୋର୍ଟଙ୍କ ରାୟକୁ...

ବନ୍ଦ ହେବ ଫିଲ୍ମ ଶୁଟିଂ

ମୁମ୍ବାଇ,୧୫।୩: କରୋନା ଭାଇରସର ପ୍ରଭାବକୁ ଦେଖି ଏବେ ବିଭିନ୍ନ ରାଜ୍ୟର ସିନେମା ହଲ ବନ୍ଦ କରି ଦିଆଯାଇଛି। କରୋନାଠାରୁ ଦୂରେଇ ରହିବାକୁ ସରକାର ଏହି ପଦକ୍ଷେପ...

ମାନବ ଶୃଙ୍ଖଳ ସମୟରେ ଶିକ୍ଷକଙ୍କ ମୃତ୍ୟୁ

ଦରଭଙ୍ଗା,୧୯।୧: ବିହାରର ଦରଭଙ୍ଗାଠାରେ ରବିବାର ଆୟୋଜିତ ମନବ ଶୃଙ୍ଖଳରେ ଯୋଗ ଦେଇଥିବା ଜଣେ ଶିକ୍ଷକଙ୍କର ହୃଦଘାତରେ ମୃତ୍ୟୁ ହୋଇଥିବା ସୂଚନାମିଳିଛି। ଦରଭଙ୍ଗା ଜିଲାପାଳ ଥିଆଗରଜନ ଏସ୍‌ଏମ୍‌...

Advertisement
Archives

Model This Week