Posted inଜାତୀୟ

ଭାଜପାରେ ମିଶିଲେ ଭାରତର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ

ନୂଆଦିଲ୍ଲୀ,୨୮।୩: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ ଭାରତର ସବୁଠାରୁ ଧନୀ ମହିଳା ତଥା ହରିୟାଣାର ପୂର୍ବ ମନ୍ତ୍ରୀ ସାବିତ୍ରୀ ଜିନ୍ଦଲ(୮୪) ଭାଜପାରେ ସାମିଲ ହୋଇଛନ୍ତି। କିଛି ଦିନ ପୂର୍ବେ ତାଙ୍କ ବ୍ୟବସାୟୀ ପୁଅ ନବୀନ ଜିନ୍ଦଲ ଭାଜପାରେ ସାମିଲ ହୋଇଥିଲେ। ଗୁରୁବାର ସାବିତ୍ରୀ କଂଗ୍ରେସରୁ ଇସ୍ତଫା ଦେଇ ପଦ୍ମର ସଦସ୍ୟତା ଗ୍ରହଣ କରିଛନ୍ତି।

କହିରଖୁଛୁ, ସାବିତ୍ରୀଙ୍କ ପୁଅ ନବୀନ ୨୦୦୪-୧୪ ଯାଏ କଂଗ୍ରେସ ଏମ୍‌ପି ଭାବେ ଲୋକ ସଭାର କୁରୁକ୍ଷେତ୍ର ଆସନରୁ ନିର୍ବାଚନରେ ଛିଡ଼ା ହୋଇଥିଲେ। ଏହି ଟିକେଟରୁ ପୁଣିଥରେ ସେ ଭାଜପା ଟିକେଟରୁ ଲଢ଼ିବେ। ୨୦୧୯ ଲୋକ ସଭା ନିର୍ବାଚନରେ ଭାଜପା ହରିୟାଣାର ସମସ୍ତ ୧୦ ଆସନରେ ବିଜୟ ଲାଭ କରିଥିଲା। ଅପରପକ୍ଷେ ସାବିତ୍ରୀଙ୍କ ବିଷୟରେ କହିଲେ ସେ ହରିୟାଣାର ପୂର୍ବ ଭୂପିନ୍ଦର ସିଂ ହୁଡ୍ଡା ନେତୃତ୍ୱାଧୀନ କଂଗ୍ରେସ ସରକାରରେ ମନ୍ତ୍ରୀ ଥିଲେ। ୨୦୧୪ ଲୋକ ସଭା ନିର୍ବାଚନରେ ସେ ହିସାରରୁ ଭାଜପାର ଡା. କମଳ ଗୁପ୍ତାଙ୍କଠାରୁ ହାରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ...

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ...

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri