Posted inଖେଳ

ଭର୍ଷ୍ଟାପେନ୍‌ଙ୍କୁ ପୋଲ୍‌ ପୋଜିଶନ

ସ୍ପିଲବର୍ଗ, ୨୭ା୬ (ଏପି)-ସିରିଆନ ଗ୍ରାଁ ପ୍ରି ପାଇଁ ଫର୍ମୁଲା ଓ୍ବାନ ଚାମ୍ପିୟନଶିପ୍‌ ଲିଡର ମାକ୍ସ ଭର୍ଷ୍ଟାପେନ୍‌ ପୋଲ ପୋଜିଶନ ହାସଲ କରିଛନ୍ତି। ରେଡ୍‌ବୁଲ୍‌ର ଏହି ଡ୍ରାଇଭର ମର୍ସିଡିଜ୍‌ର ଭାଲଟେରି ବୋଟାସଙ୍କଠାରୁ .୧୯୪ ସେକେଣ୍ଡ ଆଗରେ ରହି ଚଳିତ ସିଜନରେ ଏହା ହେଉଛି ତାଙ୍କର ତୃତୀୟ ପୋଲ୍‌ ପୋଜିଶନ। ଶୁକ୍ରବାର ଅନୁଷ୍ଠିତ ପ୍ରାକ୍ଟିସରେ ପିଟ୍‌ଲେନ୍‌ ଦୁର୍ଘଟଣା ପାଇଁ ବୋଟାସ ୩ ସ୍ଥାନ ପେନାଲ୍ଟି ପାଇଥିବାରୁ ଭର୍ଷ୍ଟାପେନ୍‌ ରବିବାର ଲୁଇସ୍‌ ହାମିଲଟନଙ୍କ ସହ ପ୍ରଥମଧାଡ଼ି ଶେୟାର କରିବେ। ହାମିଲଟନ ତାଙ୍କ ମର୍ସିଡିଜ୍‌ ଟିମ୍‌ମେଟଙ୍କଠାରୁ .୦୩୨ ସେକେଣ୍ଡ ପଛରେ ତୃତୀୟ ହୋଇଥିଲେ। ମ୍ୟାକଲରେନର ଲାଣ୍ଡୋ ନୋରିସ ଓ ରେଡ୍‌ବୁଲ୍‌ର ସର୍ଗିଓ ପେରେଜ ଦ୍ୱିତୀୟ ଧାଡ଼ିରୁ ରେସ୍‌ ଆରମ୍ଭ କରିବେ। ରେଡ୍‌ବୁଲ୍‌ ଗତ ୩ଟି ରେସ୍‌ରେ ବିଜୟ ଲାଭ କରିଛି। ୭ ସପ୍ତାହ ପୂର୍ବେ ସ୍ପାନିଶ ଗ୍ରାଁ ପ୍ରି ଜିତିବା ପରଠାରୁ ପ୍ରଥମ ସଫଳତା ହାସଲ କରିବା ଲକ୍ଷ୍ୟରେ ରହିଛନ୍ତି ହାମିଲଟନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?