ମୁମ୍ବାଇକୁ ଭଲ ଫିନିଶିଂ ଦେଲେ ପୋଲାର୍ଡ

ପୁଣେ,୬।୪: କୋଲକାତା ନାଇଟ୍‌ ରାଇଡର୍ସ(କେକେଆର) ଆଗରେ ୧୬୨ ରନ୍‌ର ଟାର୍ଗେଟ ଛିଡ଼ା କରିଛି ମୁମ୍ବାଇ ଇଣ୍ଡିଆନ୍ସ। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ପ୍ରାରମ୍ଭିକ ବ୍ୟାଟିଂ ବିଫଳତା ଯୋଗୁ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ମାତ୍ର ସୂର୍ଯ୍ୟ କୁମାର ଯାଦବ(୫୨)ଙ୍କ ଅର୍ଦ୍ଧଶତକ ଏବଂ ତୀଲକ ବର୍ମାଙ୍କ ୩୮ ରନ୍‌ର ପାଳି ଖେଳିଥିଲେ। ଶେଷ ଓଭରରେ କିରନ ପୋଲାର୍ଡ(୨୨) ୩ ଛକା ଲଗାଇବାରୁ ମୁମ୍ବାଇ ୨୦ ଓଭରରେ ୪ ଉଇକେଟ ହରାଇ ୧୬୧ ରନ୍‌ରେ ପହଞ୍ଚି ପାରିଥିଲା। ଏହି ମ୍ୟାଚ୍‌ ଜରିଆରେ ଆଇପିଏଲ ପଦାର୍ପଣ କରିଥିବା ଦକ୍ଷିଣ ଆଫ୍ରିକୀୟ ଯୁବ ବ୍ୟାଟର ଡଓ୍ବୋଲ୍ଡ ବ୍ରେଭିସ ୨୯ ରନ୍‌ର ଗୁରୁତ୍ୱପୂର୍ଣ୍ଣ ପାଳି ଖେଳିଥିଲେ।

ଚଳିତ ସିଜନରେ ପ୍ରଥମ ମ୍ୟାଚ୍‌ ଖେଳିଥିବା ପାଟ କୁମିନ୍ସ ୨ ଉଇକେଟ ନେଇଥିବା ବେଳେ ଉମେଶ ଯାଦବ ଏବଂ ବରୁଣ ଚକ୍ରବର୍ତ୍ତୀ ଗୋଟିଏ ଲେଖାଏ ସଫଳତା ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ପ୍ରଥମ ବିଶ୍ୱ ଚାମ୍ପିଅନ୍‌ କରାଇବାରେ ଥିଲା ଏହି ଖେଳାଳିଙ୍କ ବଡ ହାତ

ଭାରତର ପ୍ରସିଦ୍ଧ ଅଲରାଉଣ୍ଡ ତଥା ୧୯୮୩ ବିଶ୍ୱକପର ହିରୋ ମହିନ୍ଦର ଅମରନାଥଙ୍କ ଆଜି ୬୯ତମ ଜନ୍ମଦିନ। ସେପ୍ଟେମ୍ବର ୨୪ ୧୯୫୦ ପଟିଆଲାରେ ଜନ୍ମଗ୍ରହଣ କରିଥିବା ଅମରନାଥଙ୍କ...

ଓଡ଼ିଶା ଓମେନ୍ସ ଲିଗ୍‌: ଓଜିପିକୁ ହରାଇଲା ରେଲଓ୍ବେ

ଭୁବନେଶ୍ୱର, ୩।୩(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ)ର...

ବାପା ହେଲେ ଏହି କ୍ରିକେଟର୍‌

ମୁମ୍ବାଇ,୧୦।୫: ଆଇପିଏଲ ୨୦୨୨ରେ ରାଜସ୍ଥାନ ରୟାଲ୍ସ ପାଇଁ ଖେଳୁଥିବା ୱେଷ୍ଟଇଣ୍ଡିଜ କ୍ରିକେଟର ଶିମ୍ରନ ହେଟମିୟର ପ୍ରଥମଥର ବାପା ହୋଇଛନ୍ତି। ଏଥିପାଇଁ ସେ ଆଇପିଏଲରୁ ବିରତି ମଧ୍ୟ...

୧୬ରେ ବିସିସିଆଇ ଆପେକ୍ସ କାଉନ୍‌ସିଲ ବୈଠକ

ନୂଆଦିଲ୍ଲୀ,୮।୪(ପି.ଟି.): ଏପ୍ରିଲ ୧୬ ତାରିଖରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆପେକ୍ସ କାଉନସିଲ ବୈଠକ ବସିବ। ଏହି ବୈଠକରେ କେତୋଟି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା...

ବୟସ ଜାଲିଆତି: ରାଜେଶ, କ୍ରୀଷ୍ଣାଙ୍କୁ ବାସନ୍ଦ କଲା ବିସିସିଆଇ

କଟକ ଅଫିସ,୨ା୧୧-ରାଜ୍ୟର ଦୁଇ ପ୍ରତିଭାବାନ କ୍ରିକେଟ ଖେଳାଳି ବୟସ ଜାଲିଆତିରେ ଫସିଛନ୍ତି। ସେମାନେ ହେଲେ ରାଜେଶ ମହାନ୍ତି ଓ କ୍ରୀଷ୍ଣା ପଲାଇ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ...

ପାକିସ୍ତାନ ବିପକ୍ଷ ଡେଭିସ କପ୍‌ ମ୍ୟାଚ ନିରପେକ୍ଷ; ଭେନ୍ୟୁ କଥା ଉଠାଇବ ଏଆଇଟିଏ

ନୂଆଦିଲ୍ଲୀ, ୧୯ା୮(ପି.ଟି.)-ଇସ୍‌ଲାମାବାଦ୍‌ଠାରେ ଖେଳାଯିବାକୁଥିବା ପାକିସ୍ତାନ ବିପକ୍ଷ ଡେଭିସ୍‌ କପ୍‌ ମ୍ୟାଚକୁ ଏକ ନିରପେକ୍ଷ ଭେନ୍ୟୁରେ କରାଇବା କେତେ ଜରୁରି ତାହା ସର୍ବଭାରତୀୟ ଟେବୁଲ ଟେନିସ ଆସୋସିଏଶନ...

ଇଂଲଣ୍ଡ କ୍ରିକେଟରଙ୍କ ହେବ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍‌ ଟେଷ୍ଟ

ସାଉଥାମ୍ପଟନ, ୨୪ା୬ (ପି.ଟି.)-ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସିରିଜ ପାଇଁ ଏଜାସ୍‌ ବାଓଲର ଜୈବ ସୁରକ୍ଷିତ ପରିବେଶରେ ପୂରାମାତ୍ରାରେ ଟ୍ରେନିଂ ପୂର୍ବରୁ ଇଂଲଣ୍ଡ କ୍ରିକେଟରମାନଙ୍କ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍‌-୧୯...

ଟି୨୦ରେ ରଶିଦଙ୍କ ୩ୟ ହ୍ୟାଟ୍ରିକ

ଆଡିଲେଡ୍‌,୮।୧- ଆଫଗାନିସ୍ତାନର ଯୁବ ଲେଗ୍‌ ସ୍ପିନର ରଶିଦ ଖାଁ ଟି୨୦ କ୍ୟାରିୟରରେ ତୃତୀୟ ଥର ପାଇଁ ହ୍ୟାଟ୍ରିକ ଉଇକେଟ ହାସଲ କରିଛନ୍ତି। ଚଳିତ ବିଗ୍‌ ବାଶ...

Advertisement
Archives

Model This Week