ଭୁବନେଶ୍ୱର,୨୫।୫: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହେଲେ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି, ସେନେଇ ସ୍ପଷ୍ଟ ଜଣାପଡିନାହିଁ।
ଭୁବନେଶ୍ୱର,୨୫।୫: ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହେଲେ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି, ସେନେଇ ସ୍ପଷ୍ଟ ଜଣାପଡିନାହିଁ।
ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…
ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…
ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍…
ଜୁନ୍ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍ ମାନଚିତ୍ର ସହିତ…
ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…
ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…
ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…
ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…