ଉତ୍ତର ପ୍ରଦେଶ ବିଧାନସଭା ପାଇଁ ପଞ୍ଚମ ପର୍ଯ୍ୟାୟ ମତଦାନ ଆରମ୍ଭ: ୬୧ ଆସନ ପାଇଁ ହେଉଛି ମତଦାନ

ଲକ୍ଷ୍ନୌ,୨୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ରବିବାର ସକାଳୁ ଆରମ୍ଭ ହୋଇ ଯାଇଛି । ସକାଳ ପ୍ରାୟ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ପଞ୍ଚମ ପର୍ଯ୍ୟାୟରେ ୧୨ ଜିଲାର ୬୧ ଆସନ ପାଇଁ ମତଦାନ କରାଯାଉଛି । ଏଥିରେ ଅଯୋଧ୍ୟା, ସୁଲତାନପୁର, ଚିତ୍ରକୁଟ, ପ୍ରତାପଗଡ଼, କୁଶାମ୍ବି, ପ୍ରୟାଗରାଜ, ବାରାବାଙ୍କି, ଆମେଠି, ରୟବରେଲି ଆଦି ଆସନ ରହିଛି । ଏହି ପର୍ଯ୍ୟାୟରେ ଉପ ମୁଖ୍ୟମନ୍ତ୍ରୀ, କେଶବ ପ୍ରସାଦ ମୌର୍ଯ୍ୟ, ମନ୍ତ୍ରୀ ସିଦ୍ଧାର୍ଥ ନାଥ ସିଂ, କଂଗ୍ରେସ ନେତା ଅର୍ଚ୍ଚନା ମିଶ୍ରଙ୍କ ଭାଗ୍ୟ ପରୀକ୍ଷା ହେବ । ମଇଦାନରେ ୬୯୨ ପ୍ରାର୍ଥୀ ଥିବା ବେଳେ ୨.୨୪ କୋଟି ଭୋଟର ସେମାନଙ୍କ ଭାର୍ଗ ନିର୍ଦ୍ଧାରଣ କରିବେ । ସନ୍ଧ୍ୟା ୬ଟାରେ ମତଦାନ ଶେଷ ହେବ । ଏହାର ଫଳାଫଳ ମାର୍ଚ୍ଚ ୧୦ରେ ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri