ଉତ୍ତର ପ୍ରଦେଶ ବିଧାନସଭା ପାଇଁ ପଞ୍ଚମ ପର୍ଯ୍ୟାୟ ମତଦାନ ଆରମ୍ଭ: ୬୧ ଆସନ ପାଇଁ ହେଉଛି ମତଦାନ

ଲକ୍ଷ୍ନୌ,୨୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ରବିବାର ସକାଳୁ ଆରମ୍ଭ ହୋଇ ଯାଇଛି । ସକାଳ ପ୍ରାୟ ୭ଟାରୁ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି । ପଞ୍ଚମ ପର୍ଯ୍ୟାୟରେ ୧୨ ଜିଲାର ୬୧ ଆସନ ପାଇଁ ମତଦାନ କରାଯାଉଛି । ଏଥିରେ ଅଯୋଧ୍ୟା, ସୁଲତାନପୁର, ଚିତ୍ରକୁଟ, ପ୍ରତାପଗଡ଼, କୁଶାମ୍ବି, ପ୍ରୟାଗରାଜ, ବାରାବାଙ୍କି, ଆମେଠି, ରୟବରେଲି ଆଦି ଆସନ ରହିଛି । ଏହି ପର୍ଯ୍ୟାୟରେ ଉପ ମୁଖ୍ୟମନ୍ତ୍ରୀ, କେଶବ ପ୍ରସାଦ ମୌର୍ଯ୍ୟ, ମନ୍ତ୍ରୀ ସିଦ୍ଧାର୍ଥ ନାଥ ସିଂ, କଂଗ୍ରେସ ନେତା ଅର୍ଚ୍ଚନା ମିଶ୍ରଙ୍କ ଭାଗ୍ୟ ପରୀକ୍ଷା ହେବ । ମଇଦାନରେ ୬୯୨ ପ୍ରାର୍ଥୀ ଥିବା ବେଳେ ୨.୨୪ କୋଟି ଭୋଟର ସେମାନଙ୍କ ଭାର୍ଗ ନିର୍ଦ୍ଧାରଣ କରିବେ । ସନ୍ଧ୍ୟା ୬ଟାରେ ମତଦାନ ଶେଷ ହେବ । ଏହାର ଫଳାଫଳ ମାର୍ଚ୍ଚ ୧୦ରେ ଆସିବ ।


Enter your email to get our daily news in your inbox.

All Right Reserved By Dharitri.Com

ସମର୍ଥକ ମୁହାଁମୁହିଁ

ଚେନ୍ନାଇ, ୧୨ା୭: ଏଆଇଏଡିଏମ୍‌କେ ସାଧାରଣ ପରିଷଦ ବୈଠକରେ ଦଳର ସାଧାରଣ ସମ୍ପାଦକ ନିଯୁକ୍ତ ହେବା ପରେ ପାଲାନିସ୍ବାମୀ ଓପିଏସ୍‌ଙ୍କୁ ଟାର୍ଗେଟ କରିଥିଲେ। ଇପିଏସ୍‌ କହିଥିଲେ, ପନିରସେଲଭମ୍‌...

ମନ୍ଦିର ପ୍ରବେଶକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ପଥର ମାଡ଼: ୧୪ ଆହତ

ଭୋପାଳ,୧୯।୨: ମଧ୍ୟପ୍ରଦେଶର ସାନୱାଡ ଅଞ୍ଚଳର ଚାପ୍ରା ଗ୍ରାମରେ ମହାଶିବରାତ୍ରିରେ ଏକ ଅଘଟଣ ଘଟିଛି। ଦୁଇ ସମ୍ପ୍ରଦାୟ ମଧ୍ୟରେ ସଂଘର୍ଷ ହୋଇ ୧୪ ଜଣ ଆହତ ହୋଇଛନ୍ତି।...

ଜାଳିଦେଲେ ଧାର୍ମିକ ପୁସ୍ତକ

ବେଙ୍ଗାଲୁରୁ,୧୨ା୧୨: ଧର୍ମ ପରିବର୍ତ୍ତନ ଅଭିଯୋଗରେ ଦକ୍ଷିଣପନ୍ଥୀ ଗୋଷ୍ଠୀ କର୍ନାଟକର କୋଲାରରେ ଖ୍ରୀଷ୍ଟିଆନ ଧର୍ମର ଧାର୍ମିକ ପୁସ୍ତକ ଜାଳି ଦେଇଛନ୍ତି। ଏହି ଘଟଣାରେ ଏପର୍ଯ୍ୟନ୍ତ କାହାକୁ ଗିରଫ...

୧୯୪ ଆସନରେ ତୃଣମୂଳ ଆଗୁଆ…

କୋଲକାତା,୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳରେ ଶାସକ ତୃଣମୂଳ କଂଗ୍ରେସ ୧୯୪ ଆସନରେ ଆଗେଇଥିବାବେଳେ ଭାଜପା ୯୩ ଆସନରେ ଆଗୁଆ ରହିଛି। ସେହିପରି ଲେଫ୍ଟ ମେଣ୍ଟ...

୧ କୋଟି ପ୍ରଭାବିତ, ୩ ଲକ୍ଷ ଘର ଭାଙ୍ଗିଲା

କୋଲକାତା,୨୭ା୫: ବଙ୍ଗୋପସାଗରରୁ ମାଡ଼ିଆସିଥିବା ସାମୁଦ୍ରିକ ଝଡ଼ ୟାସ୍‌ ଉତ୍ତର ଓଡ଼ିଶାର ଧାମରା ବନ୍ଦର ନିକଟରେ ସ୍ଥଳଭାଗ ଛୁଇଁଛି। କିନ୍ତୁ ଏହାର ଦୌରାମତ୍‌ୟ ପଡ଼ୋଶୀ ପଶ୍ଚିମବଙ୍ଗରେ ମଧ୍ୟ...

ହାର୍ଟଆଟାକ୍‌ର ପୂର୍ବ ସୂଚନା…

ଅନେକ ରୋଗୀଙ୍କ କ୍ଷେତ୍ରରେ ହାର୍ଟ ଫେଲ୍ୟୁର୍‌ ବା ହାର୍ଟ ଆଟାକ୍‌ ସମସ୍ୟା ଦୃଷ୍ଟି ଗୋଚର ହୋଇଥାଏ। ଏହାର ଅର୍ଥ ହେଉଛି ସମ୍ପୃକ୍ତ ରୋଗୀଙ୍କର ହାର୍ଟ ସାଧାରଣ...

‘ ଆଇଆଇଟି କିମ୍ବା ଆଇଆଇଏମ୍‌କୁ ଦିଅ ଅକ୍ସିଜେନ ଯୋଗାଣ ଦାୟିତ୍ୱ ‘

ନୂଆଦିଲ୍ଲୀ,୪।୫ : ଦିଲ୍ଲୀ ହାଇକୋର୍ଟ ଅକ୍ସିଜେନ ଯୋଗାଣ ବାବଦରେ କେନ୍ଦ୍ର ସରକାରଙ୍କୁ ଆଇଆଇଏମ୍‌ ଓ ଆଇଆଇଟି ବିଶେଷଜ୍ଞଙ୍କ ସହାୟତା ନେବାକୁ ପରାମର୍ଶ ଦେଇଛନ୍ତି। ଯଦି କେନ୍ଦ୍ର...

ଭାରାକ୍ରାନ୍ତ ମନ ନେଇ ମନାଲି ଫେରିଲେ କଙ୍ଗନା

ମୁମ୍ବାଇ,୧୪ ।୯: ବଲିଉଡ୍‌ର ଚର୍ଚ୍ଚିତ ନାୟିକା କଙ୍ଗନା ରାନାୱତ ସୋମବାର ନିଜ ହୋମ ଟାଉନ ମନାଲି ଫେରିଛନ୍ତି । ସେପ୍ଟେମ୍ବର ୯ରେ ସେ ମୁମ୍ବାଇ ଗସ୍ତ...

Advertisement
Archives

Model This Week