ଝାରସୁଗୁଡ଼ାରେ ମତଦାନ ଶେଷ

ଝାରସୁଗୁଡ଼ା ଅଫିସ,୧୦ା୫: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଚାଲିଥିବା ମତଦାନ ଇତିମଧ୍ୟରେ ଶେଷ ହୋଇଛି। ମତଦାନ ବୁଧବାର ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିଛି।

ପୂର୍ବାହ୍ନ ୧୧ ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅପରାହ୍ନ ୧ଟା ସୁଦ୍ଧା ୪୧.୨୬ ପ୍ରତିଶତ, ୩ଟା ସୁଦ୍ଧା ୫୫.୨୦ ପ୍ରତିଶତ ମତଦାନ ହୋଇଥିଲା। ସେହିପରି ଅପରାହ୍ନ ୫ଟା ସୁଦ୍ଧା ୬୮.୧୨ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସୂଚନା ଦେଇଛନ୍ତି। ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଭୋଟ୍‌ ଅଧିକ ରହିଛି। ମହିଳାଙ୍କ ଭୋଟ୍‌ ସଂଖ୍ୟା ୭୭,୦୨୦ ଥିବା ବେଳେ ପୁରୁଷଙ୍କ ଭୋଟ ସଂଖ୍ୟା ୭୪,୦୦୮ ରହିଛି। ମୋଟ୍‌ ୧ ଲକ୍ଷ ୫୦ ହଜାର ୦୩୫ଟି ଭୋଟ୍‌ ଗ୍ରହଣ କରାଯାଇଛି।

ସୂଚନାଯୋଗ୍ୟ, ଭୋଟିଂ ସରିଲା ପରେ ଇଭିଏମ୍‌ଗୁଡ଼ିକ କଡ଼ା ସୁରକ୍ଷାରେ ଝାରସୁଗୁଡ଼ା ଇଞ୍ଜିନିୟରିଂ କଲେଜରେ ରଖାଯାଇଛି। ଏଥିରେ ୯ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ରହିଛି। ଆସନ୍ତା ୧୩ ତାରିଖରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ବାଇକ୍‌ରେ ଯାଉଥିଲେ ଉପରେ ପଡ଼ିଲା ଗଛ: ଆଉ ତା’ପରେ…

ବାରିପଦା,୨୮।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାର ଆଖପାଖ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଝଡ ତୋଫାନ ଓ ପ୍ରବଳ ବର୍ଷାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପୃଥକ…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri