କନ୍ଧମାଳର ୨ଟି ବୁ୍‌ଥ୍‌ରେ ଚାଲିଛି ସାନି ମତଦାନ

କଣ୍ଟାମାଳ,୨୩।୫:ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶନାମା ଅନୁସାରେ ଓଡ଼ିଶାର କନ୍ଧମାଳ ଲୋକ ସଭା କ୍ଷେତ୍ରର କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀ ଅଧୀନ ବୁଥ୍‌ ନମ୍ବର ୨୬ ଏବଂ ୨୮ରେ ପୁନଃ ମତଦାନ ଆଜି ସକାଳୁ ଆରମ୍ଭ ହୋଇଛି। ଲୋକମାନେ ଶାନ୍ତି ଶୃଙ୍ଖଳାର ସହ ଭୋଟ ଦେଉଛନ୍ତି। ଏହି ପ୍ରକ୍ରିୟା ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ।
ସୂଚନାଯୋଗ୍ୟ, ପୁନଃ ମତଦାନ ପାଇଁ କନ୍ଧମାଳ ଲୋକ ସଭା ଏବଂ କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀର ସମସ୍ତ ପ୍ରାର୍ଥୀ ଓ ବୁଥ୍‌ ଦ୍ୱୟର ସମସ୍ତ ମତଦାତାଙ୍କୁ ଏନେଇ ଅବଗତ କରାଇବା ଲାଗି ବୌଦ୍ଧ ଓ କନ୍ଧମାଳ ଜିଲାର ନିର୍ବାଚନ ଅଧିକାରୀ ତଥା ଜିଲାପାଳଙ୍କୁୁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।ଏହାଛଡ଼ା ଭାରତ ନିର୍ବାଚନ ଆୟୋଗ ଦିଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧ ଜିଲାର ଅତିରିକ୍ତ ଜିଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବାଚନମଣ୍ଡଳୀର ରିଟର୍ନିଂ ଅଧିକାରୀ ଭାବେ ନିଯୁକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ...

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ...

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ...

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ...

ଗାଡ଼ିରୁ ତେଲ ସରିଯିବାରୁ ସାଙ୍ଗଙ୍କୁ ମାରିଦେଲେ

ଭୁବନେଶ୍ୱର,୧୬।୬(ସୂର୍ଯ୍ୟକାନ୍ତ ବେହେରା)ଚନ୍ଦକା ଥାନା ଅନ୍ତର୍ଗତ ପାଞ୍ଚମାଣିଆ ଜଙ୍ଗଲରେ ଡିପ୍ଲୋମା ଛାତ୍ର ସୁଶାନ୍ତ କୁମାର ଟୁଡୁଙ୍କୁ ହତ୍ୟା କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ ହୋଇଛି। ଗାଡିରୁ ତେଲ...

୫- ଟି, ନବୀନ ଓଡ଼ିଶା ବ୍ୟାଗ୍‌ ପୋଡ଼ିଲେ

ବାଉଁଶୁଣୀ,୧୬ା୬(ଦେବାଶିଷ ନେପାକ)ବୌଦ୍ଧ ଜିଲା ବାଉଁଶୁଣୀ ଛକ ନିକଟରେ ଶନିବାର ୫- ଟି ଆମ ଓ ନବୀନ ଓଡ଼ିଶା ବ୍ୟାଗ୍‌କୁ ଭାଜପା କର୍ମୀ ପୋଡ଼ୁଥିବା ଦେଖିବାକୁ ମିଳିଛି।...

ବାପାଙ୍କ ପରେ ପୁଅଙ୍କୁ ମିଳିଲା ଆଇନ ବିଭାଗ

ଭୁବନେଶ୍ୱର,୧୬ା୬(ଅନିଲ ଦାସ)ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହୋଇଛି। ମନ୍ତ୍ରିମଣ୍ଡଳରେ ଚିଲିକା ବିଧାୟକ ପୃଥ୍ବୀରାଜ ହରିଚନ୍ଦନଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ମିଳିଛି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri