୧୧ ଜିଲାକୁୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ୱର,୧୪।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରସ୍ତୁତି ଜୋରଦାର ହୋଇଛି। ସୋମବାର ୧୧ ଜିଲାକୁୁ ପୋଲିଂ ପାର୍ଟି ପଠାଯାଇଥିବା ବେଳେ ମଙ୍ଗଳବାର ୧୯ ଜିଲାକୁ ପୋଲିଂ ପାର୍ଟି ଯିବେ । ଫେବୃୟାରୀ ୧୬ ସକାଳ ୭ରୁ ୧ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ କରାଯିବ । ଭୋଟରମାନେ କିପରି ଭୋଟ ଦେବେ ସେ ନେଇ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ଅବଗତ କରାଇଛନ୍ତି । ପ୍ରତିଦ୍ବନ୍ଦିତା କରୁଥିବା ଏକାଧିକ ପ୍ରାର୍ଥୀଙ୍କୁ ଭୋଟ ଦେଲେ ତାହା ନାକଚ ହେବ । ୧୦ ଚିହ୍ନ ବିଶିଷ୍ଟ ବାଲାଟ ପେପର ବ୍ୟବହାର ହେଉଥିବାରୁ ଯେଉଁ ଚିହ୍ନରେ କେହି ପ୍ରାର୍ଥୀ ନ ଥିବେ ଏବଂ ତାହା ଫୋଲଡ଼ ହୋଇ ରହିଥିବ ସେହି ଚିହ୍ନରେ ଯଦି ମତଦାତା ଭୋଟ ଦେଇଥିବେ, ତେବେ ତାହା ନାକଚ ହେବ ନାହିଁ। କାରଣ ସେ ଚିହ୍ନରେ କେହି ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁନାହାନ୍ତି । ତେଣୁ ତାହା ନାକଚ ହେବ ନାହିଁ ବୋଲି ଭିଡିଓ ମାଧ୍ୟମରେ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଶଙ୍କାରେ ଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ପୁରୁଣା ଭୁବନେଶ୍ୱର,୪ା୩(ଡି.ଏନ୍‌.ଏ.): ପ୍ରତିବର୍ଷ ମହାଶିବରାତ୍ରି ପରେ ଅମାବାସ୍ୟା ଯିବାର ପ୍ରଥମ ଶନିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥାଏ। କପିଳେଶ୍ୱର ମନ୍ଦିରରେ ଖୁଣ୍ଟିଆ ଓ...

ଆଜିଠୁ ପଞ୍ଚାୟତ ଭୋଟ ଗଣତି

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବାବେଳେ ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଛି। ଶନିବାରଠାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିପାଇଁ ପ୍ରାର୍ଥୀମାନଙ୍କ...

ଗଞ୍ଜାମ ପାଇଁ ଗୌରବ ଆଣିଲେ ରାଜେନ୍ଦ୍ର

ଗଞ୍ଜାମ,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୭ ନଂ ଓ୍ବାର୍ଡ କୈବର୍ତ୍ତ ସାହିର ରାଜେନ୍ଦ୍ର କୁମାର ସାହୁ ୨୦୨୨ ଆଇଆଇଟି ପରୀକ୍ଷାରେ ସର୍ବ ଭାରତୀୟସ୍ତରରେ ୬୨୦ ନମ୍ବର...

ବସ୍‌ଷ୍ଟାଣ୍ଡରେ ମିଳିବ ଶପିଂ ମଲ୍‌, ମଲ୍ଟିପ୍ଲେକ୍ସ ସୁବିଧା

ଭୁବନେଶ୍ୱର, ୫ା୨(ବ୍ୟୁରୋ):  ରାଜ୍ୟର ସମସ୍ତ ବସ୍‌ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ ହେବ। ସେଠାରେ ଶପିଂ ମଲ୍‌ କରାଯିବାକୁ ଯୋଜନା ଥିବାବେଳେ ଆବଶ୍ୟକସ୍ଥଳେ ବଡ଼ ବସ୍‌ଷ୍ଟାଣ୍ଟଗୁଡ଼ିକରେ ମଲ୍ଟିପ୍ଲେକ୍ସର ବ୍ୟବସ୍ଥା ମଧ୍ୟ...

ଆଜି ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ୧୦୪୧

ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫...

ଆଜି ରାଜ୍ୟରୁ ସୁସ୍ଥ ହେଲେ ୩,୨୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୩,୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ନିଶାଣ, ମହତାପରେ ପୁରୁଣା ପରମ୍ପରା ଛାପ

କଟକ ଅଫିସ : ଆସନ୍ତା ଅକ୍ଟୋବର ୪ ତାରିଖରେ ମହାଷଷ୍ଠୀ। ଦଶହରା ଆରମ୍ଭକୁ କିଛି ଦିନ ରହିଲା। ତେବେ କଟକର ପ୍ରସିଦ୍ଧ ଦଶହରା କିଛି ନିର୍ଦ୍ଦିଷ୍ଟ...

ଆସୁଛି ଉତ୍ତପ୍ତ ବାୟୁ, ବଢ଼ିବ ତାତି

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାର୍ଚ୍ଚ ଅଧାରୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ଦୁଇଦିନ ପରେ ପାରଦ ଆହୁରି ଉପରମୁହାଁ...

Advertisement
Archives

Model This Week