୨୨ରେ ୪ର୍ଥ ପର୍ଯ୍ୟାୟ ଭୋଟ : ମତଦାନ କେନ୍ଦ୍ରରେ ପହଞ୍ଚିଲେ ପୋଲିଂ ଦଳ

ଡେଲାଙ୍ଗ,୨୧।୨(ଡି.ଏନ୍‌.ଏ): ଡେଲାଙ୍ଗ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଆଗାମୀ ୨୨ ତାରିଖରେ ସକାଳ ୭ଟାରୁ ଅପରାହ୍ନ ୧ଟା ପଯର୍‌ୟନ୍ତ ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପ୍ରସ୍ତୁତି ଶେଷ କରିଛି। ବ୍ଲକର ୨୧ଟି ପଞ୍ଚାୟତରେ ୧ ଲକ୍ଷ ୨ ହଜାର ୫୫୨ ଭୋଟର ମତଦାନ କରିବେ। ରବିବାର ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ପରିସରରେ ପୋଲିଂ ଦଳ ପହଞ୍ଚିଥିଲେ। ବ୍ଲକ ଉନ୍ନୟନ ଅଧିକାରୀ ଦିଲୀପ କୁମାର ଷଡଙ୍ଗୀ, ଜିପିଓ ରତିକାନ୍ତ ସାହୁ, ସହକାରୀ ଯନ୍ତ୍ରୀ ରାଜେଶ୍ୱର ମହାରଣା, କନିଷ୍ଠ ଯନ୍ତ୍ରୀ ଜଗନ୍ନାଥ ରାଉତ ପ୍ରମୁଖ ପହଞ୍ଚି କାର୍ଯ୍ୟର ତଦାରଖ କରିଥିଲେ। ଜେନାପୁର, ଗୁଆଳିପଡା, ଘନିପୁର, ଚାଇଁପୁର, ସାଉରିଆ, ଅରିସଲ, ଗଡମୋଟରୀ, କଲ୍ୟାଣପୁର, ମୁନିନ୍ଦା ପ୍ରଭୃତି ପଞ୍ଚାୟତର ୫୨ ମତଦାନ କେନ୍ଦ୍ରକୁ ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି। ମତଦାନ ଦିନ କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ ପୋଲିସ ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରାଯାଇଛି। ରବିବାରଠାରୁ କେନ୍ଦ୍ରରେ ପୋଲିସ ପାଟ୍ରୋଲିଂ କରୁଥିବା ଆଇଆଇସି ଅନିଲ କୁମାର ମହାନ୍ତି କହିଛନ୍ତି। ଭୋଟ ପରେ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri