Posted inଖେଳ

ହାମିଲଟନଙ୍କୁ ପୋଲ୍‌ ପୋଜିଶନ

ସୋଚି, ୨୭ା୯ (ଏପି)-ରୁଷିଆନ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରି ପାଇଁ ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। କ୍ୱାଲିଫାଇଂରେ ତାଙ୍କ ଟାଇମିଂ ୧ ମିନିଟ୍‌, ୩୧.୩୦୪ ସେକେଣ୍ଡ ରହିଥିଲା। ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ .୫୬୩ରେ ପଛରେ ପକାଇ ସେ କ୍ରମାଗତ ୫ଥର ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ରବିବାର ରେସ୍‌ ଜିତିଲେ ଏହା ହେବ ତାଙ୍କ କ୍ୟାରିୟରର ୯୧ତମ ଫର୍ମୁଲା ଓ୍ବାନ ବିଜୟ। ମାଇକେଲ ସୁମାକରଙ୍କ ସର୍ବକାଳୀନ ରେକର୍ଡ ସହ ସେ ସମକକ୍ଷ ହୋଇପାରିବେ। ହାମିଲଟନଙ୍କ ମର୍ସିଡିଜ୍‌ ଟିମ୍‌ମେଟ ଭାଲଟେରୀ ବୋଟାସ .୬୫୨ ବ୍ୟବଧାନରେ ତୃତୀୟ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଚିନ୍‌ଙ୍କୁ ସାଥୀ ଖେଳାଳି କାହିଁକି ଡାକନ୍ତି ‘ପାଜି’

ନୂଆଦିଲ୍ଲୀ: ଏହା ସମସ୍ତେ ଜାଣନ୍ତି ଯେ, ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ସାଥୀ ଖେଳାଳିମାନେ ‘ପାଜି’ ଭାବରେ ସମ୍ବୋଧନ କରିଥାନ୍ତି।...

ବାରବାଟୀରେ ୧୪୮ ରନ୍‌ରେ ଅଟକିଲା ଭାରତ

କଟକ ଅଫିସ,୧୨।୬: ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ...

ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌: ଭାରତୀୟ ଦଳରେ ସ୍ନେହା, ଝିଲ୍ଲୀ

ତାସକେଣ୍ଟ, ୧୬।୪(ପି.ଟି.)- ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ଶୁକ୍ରବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ଭାଗ ନେବାକୁ ଯାଉଥିବା ୪ ଜଣିଆ ମହିଳା ଭାରତୀୟ ଦଳରେ...

ଉଡନ୍ତା କାର୍‌ କିଣିବାକୁ ଚାହୁଁଛନ୍ତି ଏହି କ୍ରିକେଟ୍‌ର

କରୋନା ଭାଇରସ କାରଣରୁ କୌଣସି କ୍ରିକେଟ ସିରିଜ୍‌ ଅନୁଷ୍ଠିତ ହୋଇପାରୁନାହିଁ। ଏହି କାରଣରୁ ଅଧିକାଂଶ କ୍ରିକେଟ ଖେଳାଳି ସୋସିଆଲ ମିଡିଆରେ ସକ୍ରିୟ ରହୁଛନ୍ତି। ଏହି ମହାମାରୀ...

ବାଂଲାଦେଶ ବିପକ୍ଷ ଟେଷ୍ଟ ପରେ ନବୀ ଅବସର ନେବେ

ଚିଟ୍ଟାଗଙ୍ଗ,୮।୯(ପି.ଟି.)- ଆଫଗାନିସ୍ତାନ ପୂର୍ବତନ ଅଧିନାୟକ ମହମ୍ମଦ ନବୀ ଟେଷ୍ଟ କ୍ରିକେଟରୁ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ଏଠାରେ ଚାଲିଥିବା ଘରୋଇ ବାଂଲାଦେଶ ବିପକ୍ଷ ଏକମାତ୍ର...

ଆଜି ଭାରତ-ଜିମ୍ବାୱେ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ହରାରେଠାରେ ଖେଲାଯିବ। ଏହି ସିରିଜରେ ଲୋକେଶ ରାହୁଲ...

କୋହଲିଙ୍କ ଏହି ପଦକ୍ଷେପ ଯୋଗୁ ନଟରାଜନଙ୍କ ଆଖିରେ ଆସିଯାଇଥିଲା ଲୁହ

ଚେନ୍ନାଇ,୨୫।୧: ଅଷ୍ଟ୍ରେଲିଆ ଗସ୍ତରେ କ୍ରିକେଟ୍‌ର ୩ଟି ଫର୍ମାଟରେ ଡେବ୍ୟୁ କରି ଇତିହାସ ରଚିଥିଲେ ଟି. ନଟରାଜନ। ଅଷ୍ଟ୍ରେଲିଆ ଯିବା ପୂର୍ବରୁ ଗୋଟିଏ ଫର୍ମାଟରେ ସ୍ଥାନ ମିଳିବ...

କାହିଁକି ଟୁଇଟ୍‌ର୍‌ରେ ଟ୍ରେଣ୍ଡ୍‌ କରୁଛନ୍ତି ପ୍ରିୟା ମଲିକ

ବୁଦାପେଷ୍ଟ,୨୫।୭: ଟୋକିଓ ଅଲମ୍ପିକ୍ସରେ ଭାରତୀୟ ଦଳ ଏକ ଭଲ ଆରମ୍ଭ କରିଛି। ପ୍ରଥମ ଦିନରେ ଓ୍ବେଟ୍‌ଲିପ୍ଟର ମୀରବାଇ ଚାନୁ ରୌପ୍ୟ ପଦକ ଜିତିଛନ୍ତି। ଏହାପରେ ସେ...

Advertisement
Archives

Model This Week