ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ ସଭା ଓ ୮ ଟି ବିଧାନସଭା ପାଇଁ ନିର୍ବାଚନ ହେବ। ଭଞ୍ଜନଗର, ଆସିକା, ସୋରଡ଼ା, ସାନଖେମୁଣ୍ଡି, ପୋଲସରା, କବିସୂର୍ଯ୍ୟନଗର, ଖଲ୍ଲିକୋଟ ଓ ହିଞ୍ଜିଳିକାଟୁ ବିଧାନସଭା ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥିଲାଗି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏନେଇ ଶନିବାର ସ୍ଥାନୀୟ ଅନ୍‌ସ୍ଲୋ ହାଇସ୍କୁଲଠାରେ ନିର୍ବାଚନରେ ନିୟୋଜିତ ହେବାକୁ ଥିବା ପୋଲିଂ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ଇଭିଏମ୍‌ ମେଶିନଗୁଡ଼ିକ ପ୍ରଦାନ କରାଯାଇଛି। ସେମାନେ ଇଭିଏମ୍‌ ନେଇ ବୁଥ୍‌କୁ ଯାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

୨୭ରେ ‘କଣ୍ଟା ଗାଦିଆ’ ବସା, ୧ରେ ନୂତନ କାଳିସୀଙ୍କ ଅଗ୍ନିପରୀକ୍ଷା: ବାଲିଯାତ୍ରା ଏବେ ଉତ୍ସବମୁଖର

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଶ୍ରୀ ଶ୍ରୀ ଇଷ୍ଟଦେବୀ ମା’ ମାଣିକେଶ୍ୱରୀ ଓ ବାବା ଭୈରବ ଦେବଙ୍କ ପବିତ୍ର…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?