କୋରାପୁଟରେ ସସ୍ତ୍ରୀକ ମତଦାନ ସାବ୍ୟସ୍ତ କଲେ ଜିଲାପାଳ, ଡିଆଇଜି

କୋରାପୁଟ,୧୩ା୫(ଅମିତାଭ ବେହେରା): କୋରାପୁଟ ଜିଲାରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। କୋରାପୁଟ ଟାଉନ ହଲ୍‌ଠାରେ କରାଯାଇଥିବା ଆଦର୍ଶ ମତଦାନ କେନ୍ଦ୍ର ନଂ ୧୩୯ରେ ଜିଲାପାଳ ଭି. କୀର୍ତ୍ତି ଭାସନ ଓ ତାଙ୍କ ସହଧର୍ମିଣୀ ପହଞ୍ଚି ନିଜନିଜର ମତଦାନ ସାବ୍ୟସ୍ତ କରି ଏହି ଗଣତନ୍ତ୍ର ପର୍ବକୁ ଶୁଭାରମ୍ଭ କରିବା ସହ ସମସ୍ତ ଭୋଟର ଏଥିରେ ସାମିଲ ହେବାକୁ ନିବେଦନ କରିଥିଲେ।

ସେହିପରି ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଚରଣ ସିଂ ମୀନା ତାଙ୍କ ସହଧର୍ମିଣୀଙ୍କ ସହ ଏହି ବୁଥ୍‌ରେ ମତଦାନ ସାବ୍ୟସ୍ତ କରିଛନ୍ତି। ସକାଳୁ ଏହି ଉକ୍ତ ବୁଥ୍‌ରେ ଇଭିଏମ୍‌ରେ କିଛି ତ୍ରୁଟି ଯୋଗୁ ପ୍ରାୟ ଅଧଘଣ୍ଟା ବିଳମ୍ବରେ ମତଦାନ ଆରମ୍ଭ ହୋଇଥିଲା। ସେହିପରି କୋରାପୁଟ ମ୍ୟୁନିସିପାଲିଟିର ମାଳିସାହି, ଯାନିଗୁଡ଼ା, ପୋଲିସ ଲାଇନ, ଏକ୍ସବୋର୍ଡ ସ୍କୁଲ ବୁଥ୍‌ ଆଦିରେ ଇଭିଏମ୍‌ରେ ସମସ୍ୟା ଉପୁଜିବାରୁ ମତଦାନ ବିଳମ୍ବ ହୋଇଥିଲା। ସୀମାନ୍ତ କୋଟିଆରେ ମଧ୍ୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri