ନୂଆ ପ୍ରଧାନମନ୍ତ୍ରୀ ବାଛିଲା ନେପାଳ

କାଠମାଣ୍ଡୁ,୬।୩(ପି.ଟି.): ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ଜେନ୍‌ ଜି ଆନ୍ଦୋଳନ ହିଂସାତ୍ମକ ରୂପ ନେବା ସହ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକରର ପତନ ଘଟିଥିଲା। ୬ ମାସ ପରେ ସେଠାରେ ନୂଆ ପ୍ରଧାନମନ୍ତ୍ରୀ ନିର୍ବାଚନ ଲାଗି ଗୁରୁବାର ମତଦାନ ହୋଇଛି। ପୂର୍ବତନ ର଼୍ୟାପର ବଲେନ୍ଦ୍ର ଶାହଙ୍କ ନେତୃତ୍ୱରେ ନବଗଠିତ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (ଆର୍‌ଏସ୍‌ପି) ୨ ପାରମ୍ପରିକ ଦଳ ନେପାଳୀ କଂଗ୍ରେସ ପାର୍ଟି ଏବଂ କମ୍ୟୁନିଷ୍ଟ ପାର୍ଟି ଅଫ୍‌ ନେପାଳ(ମିଳିତ ମାର୍କ୍ସବାଦ-ଲେନିନ୍‌ବାଦ) ପାଇଁ ବଡ଼ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି । ନେପାଳୀ କଂଗ୍ରେସ ଅଧ୍ୟକ୍ଷ ଗଗନ ଥାପା ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇଥିବାବେଳେ ସିପିଏନ୍‌(ୟୁଏମ୍‌ଏଲ୍‌) ଓଲିଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ, ଅକ୍ଟୋବରରୁ ୩ରାଶିଙ୍କ ଧନଲାଭ ଯୋଗ; ଚାକିରିରେ ବଡ଼ ପ୍ରମୋଶନ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ, ଶନିଙ୍କୁ ସବୁଠାରୁ ଶକ୍ତିଶାଳୀ, ନିଷ୍ଠୁର ଗ୍ରହ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ । ଶନିଙ୍କ ସ୍ଥିତିର ପ୍ରଭାବ ୧୨ଟି ରାଶି ସହିତ…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ…

ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…

ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି,…

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି, ୫ ମହିଳାଙ୍କ ସମେତ…

ପୁରୁଷୋତ୍ତମପୁର,୧୧ା୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?