ଦୀପାବଳି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ, ସନ୍ଧ୍ୟା ୭ରୁ…

ଭୁବନେଶ୍ୱର, ୨୯।୧୦ (ବନ୍ଦନା ସେଠୀ)- ଆଲୋକର ପର୍ବ ଦୀପାବଳିକୁ ସୁରକ୍ଷିତ ଭାବେ ପାଳନ କରିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମଙ୍ଗଳବାର ଗାଇଡଲାଇନ ଜାରି କରାଯାଇଛି। ଦୀପାବଳୀରେ ସଂଧ୍ୟା ୭ଟାରୁ ରାତି ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ସେହପିରି ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ବାରଣ କରାଯାଇଛି। ପାର୍କ, ସାଇଲେନ୍ସ ଜୋନ୍‌ରେ ବାଣ ଫୁଟାଇବାକୁ ବାରଣ କରାଯାଇଛି। ଏଥିସହିତ ହସ୍ପିଟାଲ, ଶିକ୍ଷାନୁଷ୍ଠାନ, ଧାର୍ମିକ ଅନୁଷ୍ଠାନ ଓ କୋର୍ଟଠାରୁ ୧୦୦ମିଟର ଭିତରେ ବାଣ ଫୁଟାଇବାକୁ ଗାଇଡ୍‌ଲାଇନ୍‌ରେ ବାରଣ କରାଯାଇଛି। କେବଳ ଖୋଲା ସ୍ଥାନରେ ସବୁଜ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି। ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ବାରଣ କରାଯାଇଛି। ସେହିପରି ୧୦ବର୍ଷରୁ କମ୍‌ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବା, ବେରିୟମ ଓ କେମିକାଲଯୁକ୍ତ ବାଣ ବିକ୍ରି ଏବଂ ବ୍ୟବହାରକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିଜ ସ୍ତ୍ରୀଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଦେଲେ ଦୁଇ ଭାଇ, ଏମିତି ସାମ୍ନାକୁ ଆସିଲା ପ୍ରକୃତ ଘଟଣା…

ରାଞ୍ଚି,୨୭ା୧୧: ଝାଡ଼ଖଣ୍ଡର ଗୁମଲା ଜିଲାରେ ଦୁଇ ଯାଆଙ୍କ ମଧ୍ୟରେ ଥିବା ପୁରୁଣା ବିବାଦକୁ କେନ୍ଦ୍ର କରି ସେମାନଙ୍କୁ ହତ୍ୟା କରିଥିବା ଅଭିଯୋଗରେ ପୋଲିସ ଦୁଇ ଭାଇଙ୍କୁ ଗିରଫ…

ଡିଜେ ଗୀତରେ ନାଚୁଥିବା ବେଳେ ଟଳିପଡ଼ିଲେ ସେନା କର୍ମଚାରୀ, ତାପରେ…

ଲକ୍ଷ୍ନୌ,୨୭ା୧୧: ବିବାହ ଉତ୍ସବର ଖୁସି ମୁହୂର୍ତ୍ତକରେ ଶୋକରେ ପରିଣତ ହୋଇଗଲା। ଡିଜେ ଗୀତରେ ପତ୍ନୀଙ୍କ ସହ ନାଚୁଥିବା ବେଳେ ହଠାତ୍‌ ଟଳିପଡ଼ିଲେ ଭାରତୀୟ ସେନାର ଜଣେ କର୍ମଚାରୀ।…

କାହିଁକି ଟେଷ୍ଟ କୁ ବାଏ ବାଏ କହିଲେ ମହମ୍ମଦ ଶାମି: କଲେ ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୭।୧୧: ଭାରତୀୟ କ୍ରିକେଟ ଟିମକୁ ଫେରିବା ନେଇ ଆଉ ଚିନ୍ତା କରୁନାହାନ୍ତି ଷ୍ଟାର୍‌ ପେସ ବୋଲର ମହମ୍ମଦ ଶାମି। ଏବେ ତାଙ୍କର ସମ୍ପୂର୍ଣ୍ଣ ଫୋକସ ନିଜ ଖେଳ,…

ଗଜକେଶରୀ ଯୋଗ: ଡିସେମ୍ବର ପହିଲାରୁ ତୁଳା ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ପ୍ରବଳ ଧନଲାଭ ସହ…

ନୂଆଦିଲ୍ଲୀ,୨୭।୧୧: ଡିସେମ୍ବର ମାସର ଆରମ୍ଭରୁ ଜ୍ୟୋତିଷ ଦୃଷ୍ଟିକୋଣରୁ କିଛି ଶୁଭ ଯୋଗ ସୃଷ୍ଟି ହେବାକୁ ଯାଉଛି। ଡିସେମ୍ବର ଆରମ୍ଭରେ ଶୁକ୍ର ଓ ବୁଧଙ୍କ ଯୁତିରୁ ଲକ୍ଷ୍ମୀ ନାରାୟଣ…

ଦୀର୍ଘଦିନର ଦାବି ପୂରଣ: ବିଡିଓ-ଏଇଇଙ୍କୁ ଧନ୍ୟବାଦ ଜଣାଇଲେ ପଡ଼ାବାସୀ

କେସିଙ୍ଗା,୨୭।୧୧(ତୁମେଶ୍ୱର ସାହୁ): ଦୀର୍ଘଦିନର ଦାବି ପୂରଣ ହୋଇଛି। କାଦୁଆ ରାସ୍ତାରେ ଯାତାୟାତର ସମସ୍ୟା ଭୋଗୁଥିବା କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତର ଧରଣୀ…

ମହାପ୍ରଭୁଙ୍କ ଦର୍ଶନ କରି ଭାବବିହ୍ୱଳ ଅଫତାବ: ପ୍ରଥମ ଥର ଶ୍ରୀମନ୍ଦିର ଆସି ଚତୁର୍ଦ୍ଧାମୂର୍ତ୍ତିଙ୍କୁ କଲେ ଦର୍ଶନ

ପୁରୀ,୨୭।ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଭାବବିହ୍ୱଳ ହେଲେ ବଲିଉଡ୍‌ ଅଭିନେତା ତଥା ପ୍ରଯୋଜକ ଅଫତାବ ଶିବଦାସାନୀ। ପ୍ରଥମ ଥର ପାଇଁ ଶ୍ରୀକ୍ଷେତ୍ର ପୁରୀ ଆସି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ…

ବାଲିଯାତ୍ରାରେ ଅଘଟଣ ପରେ ବଡ଼ ନିଷ୍ପତ୍ତି; ବନ୍ଦ ରହିବ ସମସ୍ତ ଦୋଳି

କଟକ,୨୭ା୧୧: କଟକ ବାଲିଯାତ୍ରାରେ ଅଘଟଣ ପରେ ବଡ଼ ନିଷ୍ପତ୍ତି ନିଆଯାଇଛି । ଆଜି ବନ୍ଦ ରହିବ ସମସ୍ତ ଦୋଳି । ଗୁରୁବାର ରାମଦୋଳିରୁ ପଡ଼ି ଯୁବକଙ୍କ ମୃତ୍ୟୁ…

ଆକାଶ-ବୁମ୍‌ରାଙ୍କ ଘାତକ ଆକ୍ରମଣ ସତ୍ତ୍ୱେ ନ୍ୟୁଜିଲାଣ୍ଡ ଆଗରେ, ପ୍ରଥମ ଦିନରେ ଭାରତକୁ ମିଳିଲାନି ବଡ଼ ସଫଳତା

ନୂଆଦିଲ୍ଲୀ,୨୭।୧୧: ଗୋଟିଏ ଟେଷ୍ଟ ସିରିଜର ଦୁଇଟି ଅଲଗା ମ୍ୟାଚରେ କେତେ ସମାନତା ରହିପାରେ? ଉଭୟ ମ୍ୟାଚର ପ୍ଲେଇଂ ଇଲେଭେନ ସମାନ ହୋଇପାରେ, ଟସ୍‌ରଫଳାଫଳ ଏକାଭଳି ହୋଇପାରେ। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?