ବଇଣ୍ଡା, ୧୮।୨(ଡି.ଏନ.ଏ.)
ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତ ବିଭାଗ ରାସ୍ତାର ସାନହୁଲା ନିକଟରେ ଥିବା ଏକ ବେସରକାରୀ ଜମିରେ ଗଦା କରି ରଖାଯାଇଥିବା ଫ୍ଲାଇ ଆଶ ପ୍ରଦୂଷଣ ବଢ଼ାଉଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ଉକ୍ତ ପାଉଁଶ ଗଦାକୁ ଅନ୍ୟତ୍ର ସ୍ଥାନାନ୍ତର କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।
ଅଭିଯୋଗ ଅନୁଯାୟୀ, ରାସ୍ତା ପାର୍ଶ୍ୱରେ ଥିବା ଉକ୍ତ ବେସରକାରୀ ଜମିରେ ନାଲ୍କୋରୁ ନିର୍ଗତ ଫ୍ଲାଇ ଆଶ ଆଣି ଗଚ୍ଛିତ କରି ରଖାଯାଇଛି। ସାମାନ୍ୟ ପବନରେ ଉକ୍ତ ପାଉଁଶ ଉଡ଼ି ଯାତାୟାତରେ ବ୍ୟାଘାତ ସୃଷ୍ଟି କରୁଛି। ପରିବେଶ ଧୂମମୟ ହୋଇଯାଉଛି। ଏହାଦ୍ୱାରା ଆଖପାଖ ଅଞ୍ଚଳରେ ହେଉଥିବା ଚାଷ ଉଜୁଡ଼ିଗଲାଣି। ଚାଷୀମାନେ ବ୍ୟାପକ କ୍ଷତି ସହୁଛନ୍ତି। ତେଣୁ ଏହାର ତୁରନ୍ତ ପ୍ରତିକାର କରିବାକୁ ଗ୍ରାମବାସୀ ଜିଲାପାଳଙ୍କୁ ଭେଟି ଅଭିଯୋଗ କରିଛନ୍ତି। ପ୍ରଶାସନ ପକ୍ଷରୁ ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।
ବସଷ୍ଟାଣ୍ଡରେ OSRTC ବସ୍ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO
କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍ରେ ହଠାତ ନିଆଁ ଲାଗିଯିବା…
ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍
ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…
କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା
ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…
ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…
ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…
ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍ର ଗଞ୍ଜେଇ ଜବତ, ମୂଲ୍ୟ…
ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…
ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…
କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…
ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…
ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…
ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍ ପହଞ୍ଚି…
ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…
Archives

