ଦୁର୍ଗନ୍ଧ ସହ ପ୍ରଦୂଷଣ

ଭୁବନେଶ୍ୱର (ମୌସମ ନନ୍ଦ),୧୩ା୧୨: ଭୁବନେଶ୍ୱର ଷ୍ଟୁଡିଓ ଛକ ନିକଟସ୍ଥ ଚନ୍ଦକା, ଡମପଡ଼ା ହାତୀ ଅଭୟାରଣ୍ୟ ଅଞ୍ଚଳରେ ନୂତନ ଭାବେ ନିର୍ମାଣ ହୋଇଛି ଭାରତ ବାୟୋଟେକ କାରଖାନା। ଅଭୟାରଣ୍ୟ ପାଖ ମୁଖ୍ୟ ରାସ୍ତାଠାରୁ ପ୍ରାୟ ୧ କିଲୋମିଟର ଦୂରରେ ଏହି ରାସାୟନିକ କାରଖାନା ଅବସ୍ଥାପିତ। କାରଖାନାକୁ ଯିବାକୁ ହେଲେ ଦାସପୁର ଗ୍ରାମ ରାସ୍ତାକୁ ବ୍ୟବହାର କରିବାକୁ ପଡ଼ିଥାଏ। ଭୁବନେଶ୍ୱରର ଅଳିଆଗଦା ଦୁର୍ଗନ୍ଧ କେବଳ ସୈନିକ ସ୍କୁଲ, ଗାଡ଼କଣ କିମ୍ବା ଫଚ୍ୟୁନ୍‌ ଟାଓ୍ବାର ଅଞ୍ଚଳରେ ସୀମିତ ନୁହେଁ। ଏହି ପ୍ରବଳ ଦୁର୍ଗନ୍ଧ ପ୍ରାୟତଃ ସମଗ୍ର ସହରରେ ବ୍ୟାପିବା ଫଳରେ ଶ୍ୱାସରୋଗୀଙ୍କର ସ୍ବାସ୍ଥ୍ୟାବସ୍ଥାରେ ଅବନତି ପରିଲକ୍ଷିତ ହେଉଛି। ଏଭଳି ସମୟରେ ଭାରତ ବାୟୋଟେକ କାରଖାନାରୁ ନିଷ୍କାସନ ହେଉଥିବା କଳାଧୂଅଁା ସେହି ଅଞ୍ଚଳବାସୀଙ୍କୁ ଅଣନିଃଶ୍ୱାସୀ କରିଦେଲାଣି। ଭୁବନେଶ୍ୱରରେ ପ୍ରଦୂଷଣ କ୍ରମଶଃ ବୃଦ୍ଧି ପାଉଥିବାବେଳେ ଏହି ବାୟୋଟେକ କାରଖାନାର ଅବଦାନ ଯଥେଷ୍ଟ ରହିଛି। ସହର ଭିତରେ ଏଭଳି ଏକ ରାସାୟନିକ କାରଖାନା ସୃଷ୍ଟି କରିବା ପଛରେ କୌଣସି ଯୁକ୍ତି ନାହିଁ ବୋଲି ବିଶେଷଜ୍ଞମାନେ କହୁଥିବାବେଳେ ଏହା ସହର ବାସିନ୍ଦାଙ୍କ ସ୍ବାସ୍ଥ୍ୟକୁ ହାନି ପହଞ୍ଚାଉଛି ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri