ପୋଲସରା ବିଧାୟକଙ୍କୁ କରୋନା

ବ୍ରହ୍ମପୁର ଅଫିସ,୨୪।୭: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମ ଜିଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ କରୋନା ସଂକ୍ରମିତ ହୋଇଛନ୍ତି। ଏହାଛଡ଼ା ବିଧାୟକଙ୍କ ସ୍ତ୍ରୀ ମଧ୍ୟ କୋଭିଡ ପଜିଟିଭ୍‌ ଆସିଥିବା ଶୁକ୍ରବାର ସୂଚନା ମିଳିଛି। ପୂର୍ବରୁ ରାଜ୍ୟର ୩ ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?